Posted inଖେଳ

ହାରିଲା ଭାରତ

ସେଣ୍ଟ କିଟ୍ସ,୨।୮: ସେଣ୍ଟ କିଟ୍ସରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ୱେଷ୍ଟଇଣ୍ଡିଜ ଭାରତକୁ ପରାସ୍ତ କରିଛି। ତିନି ବର୍ଷ ପରେ ୱେଷ୍ଟଇଣ୍ଡିଜ ଅନ୍ତର୍ଜାତୀୟ ଟି-୨୦ରେ ଭାରତ ବିପକ୍ଷରେ ଜିତିଛି। ପ୍ରଥମେ ଖେଳି ଭାରତୀୟ ଦଳ ୱେଷ୍ଟଇଣ୍ଡିଜକୁ ୧୩୯ ରନ୍‌ର ଟାର୍ଗେଟ ଦେଇଥିଲା। ୱେଷ୍ଟଇଣ୍ଡିଜ ଆୟୋଜକ ଦଳ ୧୯.୨ ଓଭରରେ ପାଞ୍ଚ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଏହା ସହ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୧ ସ୍ତରକୁ ଆସିଛି।
ଫାଷ୍ଟ ବୋଲରମାନେ ଓବେଡ ମ୍ୟାକୟ ଏବଂ ବ୍ରାଣ୍ଡନ କିଙ୍ଗ ଏହି ୱେଷ୍ଟଇଣ୍ଡିଜ ବିଜୟର ହିରୋ ଥିଲେ। ବୋଲିଂରେ ମ୍ୟାକୟ ୬ଟି ଉଇକେଟ ନେଇଥିଲେ। ଏହି ସମୟରେ କିଙ୍ଗ ୬୮ ରନର ମ୍ୟାଚ୍‌ ବିଜୟୀ ଇନିଂସ ଖେଳିଥିଲେ। ଏହି ସମୟରେ କିଙ୍ଗଙ୍କ ବ୍ୟାଟରୁ ୮ ଚୌକା ଓ ୨ ଛକା ମାରିଥିଲେ।
ତେବେ ଗୋଟିଏ ସମୟରେ ଭାରତୀୟ ଦଳ ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିଥିଲା। ତା’ପରେ ଲାଗୁଥିଲା ଯେ ୱେଷ୍ଟଇଣ୍ଡିଜ ଦଳ ଜିତିଥିବା ମ୍ୟାଚ ହାରିବ। ମାତ୍ର ଡିଭନ ଥୋମାସ ମାତ୍ର ୧୯ ବଲରେ ଅପରାଜିତ ୩୧ ରନ ଖେଳି ଦଳକୁ ମ୍ୟାଚ ଜିତିଥିଲେ। ସେ ଗୋଟିଏ ଚାରି ଓ ଦୁଇଟି ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri