Posted inଖେଳ

ଗୟାନା ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ପରେ ଫ୍ଲୋରିଡାରେ ଖେଳାଯିବ ଟି୨୦ ମ୍ୟାଚ୍‌

ନୂଆଦିଲ୍ଲୀ,୫ା୮: ଓ୍ବେଷ୍ଟଇଣ୍ଡିଜ୍‌ ସିରିଜର ଅନ୍ତିମ ଦୁଇ ଟି୨୦ ମୁକାବିଲାକୁ ନେଇ ଦେଖା ଦେଇଥିବା ସଙ୍କଟ ଅବସାନ ହୋଇଛି। ଖେଳାଳିଙ୍କୁ ଭିଜା ମିଳିବାରେ ବିଳମ୍ବ ହେବା କାରଣରୁ ଏପରି ଆଶଙ୍କା ଦେଖା ଦେଇଥିଲା। ହେଲେ ଗୟାନା ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ପରେ ସମସ୍ତ ଖେଳାଳିଙ୍କୁ ଆମେରିକୀୟ ଭିଜା ପ୍ରଦାନ କରାଯାଇଛି। ଆସନ୍ତା ୬ ଓ ୭ ତାରିଖରେ ଫ୍ଲୋରିଡାର ଲାଉଡେର ହିଲରେ ଦୁଇଟି ଯାକ ମୁକାବିଲା ଖେଳାଯିବ। ବର୍ତ୍ତମାନ ସୁଦ୍ଧା ଭାରତ ଏହି ସିରିଜରେ ୨-୧ରେ ଆଗୁଆ ରହିଛି। ଓ୍ବେଷ୍ଟଇଣ୍ଡିଜ୍‌ ଦଳ ଏବଂ କିଛି ଭାରତୀୟ ଖେଳାଳି ମିଆମିରେ ପହଞ୍ଚି ସାରିଲେଣି। ଅନ୍ୟ ଖେଳାଳିମାନେ ଜର୍ଜଟାଉନରେ ଭିଜା ପାଇଁ ଅପେକ୍ଷା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଜର୍ଜଟାଉନରୁ ଫ୍ଲୋରିଡା ପହଞ୍ଚିବା ପାଇଁ ୫ ଘଣ୍ଟା ସମୟ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri