Posted inଖେଳ

ଦ୍ୱିତୀୟ ଟେଷ୍ଟରେ ଭାରତର ଟିମ୍‌ ଇଲେଭେନ୍‌ରେ ହୋଇପାରେ ବଡ଼ ପରିବର୍ତ୍ତନ

ଡୋମିନିକା,୧୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡୋମିନିକାରେ ଖେଳାଯାଇଛି। ଯେଉଁଥିରେ ଟିମ ଇଣ୍ଡିଆ ଏକ ଇନିଂସ ଏବଂ ୧୪୧ରନ କରି ବିଜୟ ହୋଇଛି। ଏହି ଟେଷ୍ଟ ମାଧ୍ୟମରେ ଯଶସ୍ବୀ ଜୟସ୍ବାଲ ଭାରତ ପାଇଁ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଛନ୍ତି ଏବଂ ଇଶାନ ଟେଷ୍ଟରେ ପଦାର୍ପଣ କରିଛନ୍ତି। ବର୍ତ୍ତମାନ ଦ୍ୱିତୀୟ ମ୍ୟାଚରେ ମଧ୍ୟ ଭାରତ ପାଇଁ କିଛି ଖେଳାଳି ଟେଷ୍ଟ ଡେବ୍ୟୁ କରିପାରନ୍ତି।

ଦ୍ୱିତୀୟ ମ୍ୟାଚରେ ଭାରତୀୟ ଦଳର ଖେଳୁଥିବା ଏକାଦଶରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ପ୍ରଥମ ମ୍ୟାଚ ପରେ ଅଧିନାୟକ ରୋହିତ ଶର୍ମା ନିଜେ ଏହି ବିଷୟରେ ଏକ ବଡ଼ ସୂଚନା ଦେଇଛନ୍ତି। ଟେଷ୍ଟ ଦଳରେ ଅନ୍ତର୍ଭୁକ୍ତ ଥିବା ଋତୁରାଜ ଗାୟକୱାଡ ଏବଂ ମୁକେଶ କୁମାର ଏ ପର୍ଯ୍ୟନ୍ତ ଗୋଟିଏ ବି ଟେଷ୍ଟ ମ୍ୟାଚ ଖେଳି ନାହାଁନ୍ତି। ଏଭଳି ପରିସ୍ଥିତିରେ ଉଭୟ ଖେଳାଳି ପରବର୍ତ୍ତୀ ଟେଷ୍ଟରେ ଡେବ୍ୟୁ କରିପାନ୍ତେି ବୋଳି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri