Posted inଖେଳ

ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ମୁକେଶ

ନୂଆଦିଲ୍ଲୀ, ୨୦।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ତ୍ରିନିଦାଦରେ ଖେଳାଯିବ। ଏଥିପାଇଁ ୱେଷ୍ଟଇଣ୍ଡିଜ ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ ପାଇଁ ପ୍ଲେ-୧୧ରେ ଭାରତ ପରିବର୍ତ୍ତନ କରିଛି। ଟିମ ଇଣ୍ଡିଆ ମୁକେଶ କୁମାରଙ୍କୁ ସୁଯୋଗ ଦେଇଛି। ମୁକେଶ ଭାରତ ପାଇଁ ଡେବ୍ୟୁ ଟେଷ୍ଟ ମ୍ୟାଚ ଖେଳିବେ। ଘରୋଇ ମ୍ୟାଚରେ ସେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରିଛନ୍ତି। ମୁକେଶ ଇଣ୍ଡିଆନ ପ୍ରିମିୟର ଲିଗରେ ମଧ୍ୟ ଖେଳିଛନ୍ତି।

ଟସ୍‌ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ, ମୁକେଶ ଡେବ୍ୟୁ କରିବେ। ସେ କହିଛନ୍ତି, ଶାର୍ଦ୍ଦୁଲ ଠାକୁର ଫିଟ୍‌ ନୁହଁନ୍ତି। ମୁକେଶ କୁମାର ଡେବ୍ୟୁ କରିବାକୁ ଯାଉଛନ୍ତି। ସେ ଘରୋଇ କ୍ରିକେଟରେ କଠିନ ପରିଶ୍ରମ କରିଛନ୍ତି। ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଟୁଇଟ କରି ମୁକେଶଙ୍କୁ ଅଭିନନ୍ଦନ ଜଣାଇଛି। ମୁକେଶଙ୍କ ଫଟୋ ଶେୟାର କରିବା ସହିତ ବୋର୍ଡ କ୍ୟାପଶନ ଲେଖିଛି, ମୁକେଶ କୁମାରଙ୍କୁ ଅଭିନନ୍ଦନ। ସେ ଟିମ ଇଣ୍ଡିଆ ପାଇଁ ଟେଷ୍ଟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଉଦ୍ଧାର

ବାରିପଦା,୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆନୀ କ୍ୟାମ୍ପ ନିକଟରେ (କୋର କ୍ଷେତ୍ର) ପ୍ରାୟ…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୧୯ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

‘ହେଲୋ ଅଙ୍କଲ ଅମରିନ୍ଦର…’: ରାହୁଲଙ୍କ ବୟାନ ପଞ୍ଜାବ ରାଜନୀତିକୁ କରିଛି ଉଷ୍ମ; ଜବାବ ଦେଲେ କ୍ୟାପଟେନ

ଚଣ୍ଡିଗଡ଼,୮।୮: ଦିଲ୍ଲୀରେ ଆୟୋଜିତ ‘ଜେନ-ଜେଡ ସମ୍ବାଦ’ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ତାଙ୍କ ପସନ୍ଦର ଭାଜପା ନେତାମାନଙ୍କ ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂହଙ୍କ ନାମ ନେଇ ଏକ ନୂଆ…

ସନ୍ତାନ ପାଇଁ ସ୍ବାମୀ-ସ୍ତ୍ରୀ ମୁହାଁମୁହିଁ: ଛତିଶଗଡ଼ରୁ ଧାଇଁ ଆସିଥିଲେ ମା’

ଭୁବନେଶ୍ୱର,୮।୮(ତ୍ରିନାଥ ମହାନ୍ତି):ନିଜ ଛୁଆକୁ ଖୋଜି ଖୋଜି ଛତିଶଗଡ଼ରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଧାଇଁଆସିଲେ ମା’। ତେବେ ଛୁଆକୁ ଫେରାଇନେବାକୁ ଉଦ୍ୟମ କଲାବେଳେ ବିରୋଧ କଲେ ସ୍ବାମୀ। ଉଭୟ ସ୍ବାମୀ-…

ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ‘ମେଟଲ ମିଟ’: ଅଦ୍ୟାଶା ସତପଥୀ

ଭୁବନେଶ୍ୱର, ୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଏହି ଅବସରରେ ଓଡ଼ିଶାପୋଷ୍ଟ ଓ ଧରିତ୍ରୀର ସିଇଓ ଅଦ୍ୟାଶା ସତପଥୀ ପିଲାଙ୍କୁ ଉତ୍ସାହିତ କରି…

କୁଇଜିଂରେ ପୁରସ୍କାର ଅପେକ୍ଷା ଜ୍ଞାନ ଆହରଣ ସହ ନିଜକୁ ଚିହ୍ନିବା ଅଧିକ ଗୁରୁତ୍ୱପୂର୍ଣ୍ଣ: ତଥାଗତ ସତପଥୀ

ଭୁବନେଶ୍ୱର, ୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ…

ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି

ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri