Posted inଖେଳ

‘ତୁମେ କେତେ ସୁନ୍ଦର, ମୁଁ ତୁମକୁ ସ୍ପର୍ଶ କରିପାରିବି କି’

ହରାରେ,୨୧।୮: ଆଘାତ ପରେ ଦୀପକ ଚହର ଅନ୍ତର୍ଜାତୀୟ କ୍ରିକେଟରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଛଅ ମାସର ଆଘାତ ପରେ ଜିମ୍ବାୱେ ବିପକ୍ଷ ପ୍ରଥମ ଦିନିକିଆରେ ୩ଟି ଉଇକେଟ ନେଇ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ। ଏହି ସମସ୍ତ ଉଇକେଟ ପ୍ରଥମ ପାୱାରପ୍ଲେ ଭିତରେ ଚହର ନେଇଥିଲେ। ତାଙ୍କର ବୋଲିଂ ପ୍ରଦର୍ଶନ ଜିମ୍ବାୱେରେ ଅନେକ ପ୍ରଶଂସା କରାଯାଇଛି। ଚହର କେବଳ ଭାରତୀୟ ପ୍ରଶଂସକଙ୍କ ସମର୍ଥନ ପାଇନାହାଁନ୍ତି, ସେଠାରେ ଥିବା ଘରୋଇ ପ୍ରଶଂସକମାନେ ମଧ୍ୟ ଚହରଙ୍କୁ ବହୁତ ସମର୍ଥନ କରିଥିଲେ।
ଜିମ୍ବାୱେ ଖବରଦାତା, ଗ୍ରାଉଣ୍ଡ କର୍ମଚାରୀ ଏବଂ ସୁରକ୍ଷା କର୍ମୀ ସମସ୍ତେ ଚହରଙ୍କ ସହ ଫଟୋ ଉଠାଇବା ସହ ଅଟୋଗ୍ରାଫ ନେବାକୁ ଚାହୁଁଥିଲେ। ନିକଟରେ ଚହର ଜଣେ ମହିଳା ପ୍ରଶଂସକଙ୍କ ସହ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ମହିଳା ପ୍ରଶଂସକମାନେ ଦୀପକ ଚହରଙ୍କ ସହ ସେଲଫି ପାଇଁ ଅନୁମତି ନେଉଥିବାର ନଜର ଆସିଥିଲେ।
ପରେ କହିଳା ଜଣଙ୍କ କହିଥିଲେ, ମୁଁ ତୁମକୁ ସ୍ପର୍ଶ କରିପାରିବି କି? ଏହା ପରେ ସେ ଦୀପକ ଚହରଙ୍କ ସହ ସେଲଫି ମଧ୍ୟ ନେଇଥିଲେ। ସେଠାରେ ଉପସ୍ଥିତ ଥିବା ଅନ୍ୟ ଜଣେ ମହିଳା ପ୍ରଶଂସକ କହିଛନ୍ତି – ଆମେ ବହୁତ ଖୁସି। ଦୀପକ ଚହର ଦେଖିବାକୁ ବହୁତ ସୁନ୍ଦର। ଏହି ସମୟରେ ଚହର ଟିକେ ଲାଜେଇ ମହିଳାଙ୍କ ସହ ପୋଜ୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri