Posted inଖେଳ

ମହିଳା ଟେଷ୍ଟ: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ଐତିହାସିକ ବିଜୟ

ମୁମ୍ବାଇ,୨୪ା୧୨: ଅଷ୍ଟ୍ରେଲିଆ ବିପକ୍ଷ ଏକମାତ୍ର ଟେଷ୍ଟ ସିରିଜ ଜିତି ଇତିହାସ ରଚିଛି ଭାରତୀୟ ମହିଳା ଦଳ। ମୁମ୍ବାଇର ୱାଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ୮ ଉଇକେଟରେ ଭାରତ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଏଥି ସହିତ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ମ୍ୟାଚ ଜିତିଛି ଭାରତ। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟିମ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।

ତେବେ ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୨୧୯ ରନରେ ଅଲଆଉଟ ହୋଇଯାଇଥିଲା ବେଳେ ଭାରତ ପ୍ରଥମ ଇନିଂସରେ ୪୦୬ ରନର ବିଶାଳ ସ୍କୋର ଛିଡା କରିଥିଲା। ଏହାପରେ ଦ୍ୱିତୀୟ ଇଂନିସରେ ମଧ୍ୟ ଅଷ୍ଟ୍ରେଲିଆ ବ୍ୟାଟର ବିଶେଷ କିଛି କରି ପାରିନାଥଲେ ଏବଂ ୨୬୧ ରନରେ ଅଲଆଉଟ ହୋଇଯାଇଥିଲେ। ଦ୍ୱିତୀୟ ଇନିଂସରେ ଭାରତ ୭୫ ରନ୍ ଟାର୍ଗେଟକୁ ୨ ୱିକେଟ ହରାଇ ହାସଲ କରି ନେଇଥିଲା। ଦୁଇ ଇନିଂସରେ ୭ ଉଇକେଟ ନେଇଥିବା ସ୍ନେହା ରାଣାଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ୍ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri