Posted inଜାତୀୟ

୮୮ ମିନିଟର ଭାଷଣରେ ୨୯ ଥର କୃଷକ ଶବ୍ଦର ବ୍ୟବହାର କଲେ ମୋଦି

ନୂଆଦିଲ୍ଲୀ,୧୫ ।୮: ଦେଶର ୭୫ତମ ସ୍ୱାଧିନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଲାଲକିଲାରେ ଦେଶକୁ ସମ୍ବୋଧିତ କରିଛନ୍ତି । ଆଉ ଏକ ଲମ୍ବା ୮୮ ମିନିଟର ଭାଷଣକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ମୋଦି ତାଙ୍‌କ ସମ୍ବୋଧନରେ କୃଷକ, ଯୁବକ, ଦଳିତ, ଓବିସି ଆଦି ସମ୍ପର୍କରେ କହିଥିଲେ । ଏହାସହ ସେ ଆତ୍ମନିର୍ଭର ଭାରତ, ଅମୃତ ଉତ୍ସବ ସଂକଳ୍ପ କଥା ବି କହିଥିଲେ । ମିଳିଥିବା ସୂଚନା ମୁତାବକ ମୋଦି ତାଙ୍‌କ ୮୮ ମିନିଟର ଭାଷଣ ମଧ୍ୟରେ ‘ଭାରତ’ ଶବ୍ଦର ବ୍ୟବହାର ସବୁଠାରୁ ଅଧିକ ୬୬ ଥର କରିଛନ୍ତି । ସେହିପରି କୃଷକ ଶବ୍ଦକୁ ୨୯ ଥର ଉଚ୍ଚାରଣ କରିଛନ୍ତି ପ୍ରଧାନମନ୍ତ୍ରୀ, ୧୭ ଥର ଯୋଜନା ଶବ୍ଦ, ଗାଁ, ସ୍ୱାଧିନତା ଓ ମ୍ୟାନୁଫାକ୍‌ଚରିଂ ଶବ୍ଦକୁ ୧୫-୧୫ଥର ଉଚ୍ଚାରଣ କରିଛନ୍ତି । ସୂଚନାଯୋଗ୍ୟ, ଲାଲକିଲାରେ ମୋଦିଙ୍କର ଏହି ଭାଷଣ ତୃତୀୟ ଲମ୍ବା ଭାଷଣ । ଏହାଠାରୁ ଲମ୍ବା ଭାଷଣ ସେ ୨୦୧୬ରେ ୯୪ ମିନିଟରେ ଶେଷ କରିଥିଲେ । ୨୦୧୯ରେ ୯୨ ମିନିଟ ଭାଷଣ ମଧ୍ୟ ଦେଇଥିଲେ ପ୍ରଧାନମନ୍ତ୍ର ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁପ୍ରବେଶ ଅପେକ୍ଷାରେ ୪୦୦ ଆତଙ୍କବାଦୀ

ଜମ୍ମୁ,୭।୧: ଶୀତଋତୁରେ ଜମ୍ମୁ-କଶ୍ମୀରେ ପ୍ରବେଶ କରିବା ଲାଗି ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଆରପଟେ ଥିବା ଲଞ୍ଚ୍‌ପ୍ୟାଡ୍‌ଗୁଡ଼ିକରେ ପ୍ରାୟ ୪୦୦ ଆତଙ୍କବାଦୀ ପ୍ରସ୍ତୁତ ହୋଇ ରହିଛନ୍ତି। ଆତଙ୍କବାଦୀଙ୍କୁ...

ଗର୍ଲଫ୍ରେଣ୍ଡ ଖୋଜିବାରେ ବିଧାୟକଙ୍କ ସାହାଯ୍ୟ ଲୋଡିଲେ ଯୁବକ: ଆଉ ତା’ପରେ

ମୁମ୍ବାଇ,୧୪।୯: ଅଞ୍ଚଳର ସମସ୍ୟା ସମ୍ପର୍କରେ ଲୋକେ ବିଧାୟକ ଏବଂ ଏମ୍‌ପିଙ୍କୁ ଚିଠି ଲେଖିବା ଏକ ସାଧାରଣ କଥା। ଅନେକ ଲୋକ ସୁଖ କିମ୍ବା ଦୁଃଖ ସମୟରେ...

ସମୟ ପୂର୍ବରୁ ଛାଡ଼ିଦେଲା ବିମାନ: ରହିଗଲେ ଯାତ୍ରୀ

ଅମୃତସର,୧୯।୧: ଅମୃତସରରୁ ସିଙ୍ଗାପୁର ଯିବାକୁ ଥିବା ସ୍କୁଟ୍‌ ଏୟାରଲାଇନ୍ସର ଏକ ବିମାନର ଉଡ଼ାଣ ସମୟକୁ ପରିବର୍ତ୍ତନ କରିଦିଆଯିବାରୁ ୩୨ ଜଣ ଯାତ୍ରୀ ଯାଇପାରି ନ ଥିଲେ।...

ସ୍ତ୍ରୀଙ୍କ ସହ ଝଗଡା କରି ତାଳ ଗଛରେ ରହୁଥିଲେ ସ୍ବାମୀ, ୩୨ ଦିନ ପରେ…

ଲକ୍ଷ୍ନୌ,୨୮।୮: ଉତ୍ତରପ୍ରଦେଶର ମାଉ ଜିଲାର ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ସହ ଝଗଡା କରି ତାଳ ଗଛ ଉପରେ ରହୁଥିଲେ। ଦୀର୍ଘ ୩୨ ଦିନ ପରେ ରବିବାର...

ସ୍ତ୍ରୀ ରୋଜଗାର କରୁଥିଲେ ବି ସ୍ବାମୀ ଦେବେ ଭରଣପୋଷଣ…

ନୂଆଦିଲ୍ଲୀ, ୨୩।୧୨: ରୋଜଗାର କରୁଥିବା ସ୍ତ୍ରୀଙ୍କୁ ମଧ୍ୟ ସ୍ବାମୀ ଭରଣପୋଷଣ ଦେବାକୁ ବାଧ୍ୟ। ଏହାକୁ ମନା କରିବା ଲାଗି ନ୍ୟାୟିକ ପୃଷ୍ଠଭୂମି ନାହିଁ ବୋଲି ଦିଲ୍ଳୀ...

୨୪ ଘଣ୍ଟାରେ ୧୮୦୦ରୁ ଅଧିକ କରୋନା ସଂକ୍ରମିତ ହେଲେ ସୁସ୍ଥ

ନୂଆଦିଲ୍ଲୀ,୧୩।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଇତିମଧ୍ୟରେ ୭୪ ହଜାର ୨୮୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।...

ସ୍ବାଧୀନତା ଦିବସରେ ନାଚିଲେ ଲଦାଖ ଏମ୍‌ପି

ଲଦାଖ,୧୫।୮: ସ୍ବାଧୀନତା ଦିବସ ଅବସରରେ ଲଦାଖ ଏମ୍‌ପି ଜାମ୍‌ୟାଙ୍ଗ ତେସରିଂ ନାମଗୟାଲ ନିଜ ସମର୍ଥକଙ୍କ ସହିତ ଖୁସି ମନରେ ନାଚିଛନ୍ତି। ଜମ୍ମୁ-କଶ୍ମୀରରୁ ଲଦାଖ ଅଲଗା ହେବା...

କିଛି ଲୋକ ଭାବୁଛନ୍ତି ରାମ ମନ୍ଦିର ନିର୍ମାଣ ହେଲେ କରୋନା ଶେଷ ହେବ: ପାଓ୍ବାର

ନୂଆଦିଲ୍ଲୀ,୧୯।୭: ଏନସିପି ସୁପ୍ରିମୋ ଶରଦ ପାୱାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ କିଛି ଲୋକ ଭାବୁଛନ୍ତି ଯେ ରାମ ମନ୍ଦିର ନିର୍ମାଣ...

Advertisement
Archives

Model This Week