Posted inଜାତୀୟ

ଆସନ୍ତାବର୍ଷ ପୁଣି ଆସିବି: ଲାଲକିଲାରୁ ପ୍ରଧାନମନ୍ତ୍ରୀଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲାରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୯୦ ମିନିଟରୁ ଅଧିକ ସମୟ ଦେଇଥିବା ସମ୍ବୋଧନରେ ପ୍ରଧାନମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଏବଂ ମଣିପୁର ବିଷୟରେ କହିଛନ୍ତି। ଏଥିସହିତ ରାଜନୈତିକ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସମ୍ବୋଧନର ଶେଷ ଭାଗରେ ସେ ୨୦୨୪ରେ ପୁଣି ଥରେ ଫେରିବା ବିଷୟରେ କହିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ପରବର୍ତ୍ତୀ ସମୟରେ ଅଗଷ୍ଟ ୧୫ରେ ଏହି ଲାଲକିଲାରୁ ମୁଁ ଦେଶର ଉପଲବ୍ଧତା, ଏହାର ସଫଳତା ଏବଂ ଗୌରବ ଆପଣଙ୍କ ସାମ୍ନାରେ ଉପସ୍ଥାପନ କରିବି।
ପ୍ରଥମ କାର୍ଯ୍ୟକାଳ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୧୪ରେ ମୁଁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ପରିବର୍ତ୍ତନ ଆଣିବି ଏବଂ ମୋ ପରିବାରର ୧୪୦ କୋଟି ସଦସ୍ୟ ମୋତେ ବିଶ୍ୱାସ କଲେ ଏବଂ ମୁଁ ସେହି ବିଶ୍ୱାସକୁ ପୂରଣ କରିବାକୁ ଚେଷ୍ଟା କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?