Posted inଜାତୀୟ

୭୭ତମ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଦୋହରାଇଲେ ବିକଶିତ ଭାରତର ସଂକଳ୍ପ

ନୂଆଦିଲ୍ଲୀ,୧୫।୮: ସମଗ୍ର ଦେଶ ମଙ୍ଗଳବାର ପାଳନ କରୁଛି ୭୭ ତମ ସ୍ବାଧିନତା ଦିବସ। ଦେଶ ସ୍ବାଧୀନତା ପାଇଁ ନିଜ ଜୀବନ ଦେଇଥିବା ଅମର ଶହୀଦମାନଙ୍କୁ ଆଜିର ଦିନରେ ସ୍ମରଣ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ୭୭ ତମ ସ୍ବାଧୀନତା ଦିବସରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତ। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X (ପୂର୍ବରୁ ଟୁଇଟର)ରେ ଲେଖିଛନ୍ତି, ଆପଣ ସମସ୍ତଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା। ଆସ, ଏହି ଐତିହାସିକ ଅବସରରେ, ଅମୃତକାଳରେ ଏକ ବିକଶିତ ଭାରତର ସଂକଳ୍ପକୁ ଦୃଢ କରିବା। ଜୟ ହିନ୍ଦ!

ପ୍ରଧାନମନ୍ତ୍ରୀ ଅଗଷ୍ଟ ୧୫ରେ ସକାଳ ୭ଟା ୩୦ରେ ରେଡ ଫୋର୍ଟର ପ୍ରାଚିରରୁ ତ୍ରିରଙ୍ଗା ଉଡାଇବେ। ଏହା ପରେ ସେ ପରମ୍ପରା ଅନୁଯାୟୀ ଦେଶକୁ ସମ୍ବୋଧିତ କରିବେ। ୧୫ଅଗଷ୍ଟରେ ଲାଲ କିଲାରୁ ଏହା ମୋଦିଙ୍କ କ୍ରମାଗତ ଦଶମ ସମ୍ବୋଧନ ହେବ।
ରେଡ ଫୋର୍ଟରେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦେଶର ୧୮୦୦ ସ୍ବତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛ। ଏଥି ମଧ୍ୟରେ ସରପଞ୍ଚ, କୃଷକ ଉତ୍ପାଦକ ସଂଗଠନ ଯୋଜନା ସହିତ ଜଡିତ ବ୍ୟକ୍ତି, ପ୍ରଧାନ ମନ୍ତ୍ରୀ କିଷାନ ସାମ୍ମନ ନିଧି ଯୋଜନା, ପ୍ରଧାନ ମନ୍ତ୍ରୀ କୌଶଲ ବିକାଶ ଯୋଜନା, ନୂତନ ସଂସଦ ଗୃହ ସମେତ କେନ୍ଦ୍ରୀୟ ଭିସ୍ତା ପ୍ରକଳ୍ପର ନିର୍ମାଣ ଶ୍ରମିକ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?