ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା

ପୁରୁଷୋତ୍ତମପୁର,୧୫।୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସ୍ବାଧୀନତା ଦିବସ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଚାର ବିଭାଗୀୟ ଅଦାଲତରେ ଆସିଷ୍ଟାଣ୍ଟ ସେସନ୍‌ ଜଜ ଶରତ କୁମାର ସାହୁ ପତାକା ଉତ୍ତୋଳନ କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ବିଚାରପତି ପୂଜାପ୍ରିୟଦର୍ଶନୀ ପତି ଉପସ୍ଥିତ ଥିଲେ।

ଓକିଲ ସଂଘ କାର୍ଯ୍ୟାଳୟରେ ସଭାପତି ଉପେନ୍ଦ୍ର ପଣ୍ଡା ପତାକା ଉତ୍ତୋଳନ କରିଥିବା ବେଳେ ସମ୍ପାଦକ ସିମାଞ୍ଚଳ ମିଶ୍ର ଏବଂ ସମସ୍ତ ଓକିଲ ଉପସ୍ଥିତ ଥିଲେ। ଏସ୍‌ଡିପିଓ ଅଫିସରେ ଏସ୍‌ଡିପିଓ ରଜନିକାନ୍ତ ସାମଲ, ଥାନାରେ ଆଇଆଇସି ସମୀରକୁମାର ରାଉତ, ପ୍ରେସ କ୍ଲବରେ ଆବାହକ ତଥା ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ହିନ୍ଦୀ ପ୍ରଚାର ସଭାରେ କୁଳ ସଚିବ ତଥା ବରିଷ୍ଠ ନାଗରିକ ସଂଘର ସମ୍ପାଦକ ପ୍ରଫୁଲ କୁମାର ରଥ, ଏନ୍‌ଏସିରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ, ବ୍ଲକ କାର୍ଯ୍ୟାଳୟରେ ବିଡିଓ ବିଜୟ କୁମାର ବେହେରା, ତହସିଲରେ ତହସିଲଦାର ସନ୍ତୋଷ କୁମାର ସାହୁ ପ୍ରମୁଖ ପତାକାକୁ ଉତ୍ତୋଳନ କରିଥିଲେ। ଏହାସହ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସ୍କୁଲଗୁଡିକରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏପରିକି ପ୍ରତ୍ୟେକ ସାହି ବସ୍ତିର ସମସ୍ତଙ୍କ ଘରେ ଜାତୀୟ ପତାକା ଲଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri