Posted inଜାତୀୟ

ପ୍ରଥମଥର ପାଇଁ ସ୍ୱାଧିନତା ଦିବସରେ ଲାଲକିଲାରୁ ହେଲା ପୁଷ୍ପ ବୃଷ୍ଟି

ନୂଆଦିଲ୍ଲୀ,୧୫ ।୮: ସ୍ୱାଧିନତାର ଅମୃତ ମହୋତ୍ସବକୁ ସ୍ୱତନ୍ତ୍ର କରିବା ପାଇଁ ବିଶେଷ ପ୍ରସ୍ତୁତି କରାଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଶର ବା କମଳା ରଙ୍ଗର ସାଫା ବା ପଗଡି ପିନ୍ଧି ଲାଲକିଲାରେ ପହଞ୍ଚିଥିଲେ । ତେବେ ପ୍ରଥମଥର ଲାଗି ପତାକା ଉତ୍ତୋଳନ ପରେ ଜାତୀୟ ସଙ୍ଗିତ ଗାନ ସହ ଆକାଶମାର୍ଗରୁ ପୁଷ୍ପ ବୃଷ୍ଟି କରାଯାଇଥିଲା । ଏଇ ମୁହୂର୍ତ୍ତ ଥିଲା ସମସ୍ତଙ୍କ ପାଇଁ ଗର୍ବର ମୁହୂର୍ତ୍ତ । ବାୟୁସେନା ଦ୍ୱାରା ପୁଷ୍ପ ବୃଷ୍ଟି କରାଯାଇଥିଲା । ଜାତୀୟ ସଙ୍ଗିତ ଗାନ ସହ ବାୟୁସେନାର ୨ଟି ଏମ୍‌ଆଇ-୧୭ ୧ବି ହେଲିକପ୍ଟରରୁ ଗୋଲାପ ଫୁଲର ପାଖୁଡା ବିଛାଡି ହୋଇ ପଡିଥିଲା । ଗୋଟିଏ ହେଲିକପ୍ଟରକୁ ୱିଙ୍ଗ କମାଣ୍ଡର ବଲଦେବ ସିଂ ବିଷ୍ଟ ଉଡାଉଥିବା ବେଳେ ଅନ୍ୟଟିକୁ ୱିଙ୍ଗ କମାଣ୍ଡର ନିଖିଲ ମାଲହୋତ୍ରା ଉଡାଉଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri