Posted inUncategorized

ଓଏମ୍‌ସି ପକ୍ଷରୁ ସ୍ବାଧୀନତା ଦିବସ

ଭୁବନେଶ୍ୱର,୧୮।୮: ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ପରିସରରେ ୭୬ ତମ ସ୍ବାଧୀନତା ଦିବସ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଏମ୍‌ସିର ଅଧ୍ୟକ୍ଷ ଡି.କେ. ସିଂହ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଓଏମ୍‌ସିର ଏମ୍‌ଡି ବଲଓ୍ବନ୍ତ ସିଂହଙ୍କ ସମେତ ସମସ୍ତ ନିର୍ଦ୍ଦେଶକ, ନିଗମର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

ରୁଷିଆରୁ ଆଉ ତେଲ କିଣିବନି ଭାରତ: ବଢିବ କି ପେଟ୍ରୋଲ- ଡିଜେଲ ଦାମ୍‌? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସୋମବାର ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ସଦ୍ୟତମ ଚୁକ୍ତି ଅନୁଯାୟୀ, ଭାରତ ଏବେ ରୁଷିଆ ବଦଳରେ ଆମେରିକାରୁ ତେଲ…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

ଭାରତକୁ ନେଇ ଏମିତି କଥା କହୁଥିଲେ ପାକିସ୍ତାନୀ ଖବରଦାତା, ମୁହଁ ବନ୍ଦ କଲେ ଏହି ଖେଳାଳି

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶଙ୍କୁ ପାକିସ୍ତାନର ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ ଏବଂ ବାଂଲାଦେଶର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିବା ସମ୍ପର୍କରେ ପ୍ରଶ୍ନର ସମ୍ମୁଖୀନ…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ଯମନ୍ତ୍ରୀ, ଅଧଘଣ୍ଟା ପୂଜା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କଲେ

ପୁରୁଷୋତ୍ତମପୁର,୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଅପରାହ୍ନ ୧୨ଟା ସମୟରେ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri