ବୁଗୁଡ଼ାରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ବୁଗୁଡ଼ା,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ବିଭିନ୍ନ ସ୍ଥାନରେ ୭୪ତମ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ବ୍ଲକ କାର୍ଯ୍ୟାଳୟରେ ବିଡିଓ ତନ୍ମୟ ପାତ୍ରଙ୍କ ଉପସ୍ଥିତିରେ ବ୍ଲକ ଉପାଧ୍ୟକ୍ଷ
ଟୁକୁନା ସ୍ବାଇଁ ପତାକା ଉତ୍ତୋଳନ କରିଛନ୍ତି। ଏହା ସହ ବ୍ଲକ ପ୍ରଶାସନ ପକ୍ଷରୁ କୋଭିଡ ଯୋଦ୍ଧାଙ୍କୁ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧନା କରିଛନ୍ତି।
ସେହିପରି ତହସିଲରେ ତହସିଲଦାର ସଂଗ୍ରାମ କେଶରୀ ଜେନା, ଏନ୍‌ଏସିରେ ନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାସ, ବନାଞ୍ଚଳ କାର୍ଯ୍ୟାଳୟରେ ଅଧିକାରୀ ଫକୀର ଚରଣ ବେହେରା, ଥାନାରେ ଆଇଆଇସି ଚିତରଞ୍ଜନ ବେହେରା, ଜଳସେଚନ କାର୍ଯ୍ୟାଳୟରେ ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ,
କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟରେ ସହକାରୀ ଯନ୍ତ୍ରୀ ଅଚ୍ୟୁତାନନ୍ଦ ପାତ୍ର, ପୂର୍ତ୍ତ ବିଭାଗ କାର୍ଯ୍ୟାଳୟରେ ସହକାରୀ ଯନ୍ତ୍ରୀ ରମେଶ କୁମାର ଚୌଧୁରୀ ପତାକା ଉତ୍ତୋଳନ କରିଛନ୍ତି। ସେହିଭଳି ନିୟ୍ୟୁଏରା ପବ୍ଳିକ ସ୍କୁଲରେ ଅଧ୍ୟକ୍ଷ ଦେବେନ୍ଦ୍ର ପରିଡା, ମିଡିଆ କ୍ଲବରେ ପ୍ରଫୁଲ୍ଲ ଚନ୍ଦ୍ର  ପଟ୍ଟନାୟକ, ଶୋଭନୀୟ ପବ୍ଲିକ ସ୍କୁଲରେ ଅରବିନ୍ଦ ପାତ୍ର ପ୍ରମୁଖ ପତାକା ଉତ୍ତୋଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?