କଟକଣା ମଧ୍ୟରେ କେନ୍ଦୁଝରରେ ସ୍ବାଧୀନତା ଦିବସ: କୃଷି ମନ୍ତ୍ରୀ କଲେ ପତାକା ଉତ୍ତୋଳନ

କେନ୍ଦୁଝର,୧୫।୮(ସ୍ବ.ପ୍ର.): କରୋନା କଟକଣା ମଧ୍ୟରେ କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏ ଥିରେ ମୁଖ୍ୟ ଅତିଥି ଭାବରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଉଦ୍‌ବୋଧନ ଦେଇଛନ୍ତି। ଏହା ସହ ଜିଲାପାଳ ଆଶୀଷ ଠାକ୍‌ରେ, ଏସ୍‌ପି ମିତ୍ରଭାନୁ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗ, ପୌରପାଳିକାର କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ ଚାଉଳ ବଣ୍ଟନରେ ଅନିୟମିତତା

ପାଟଣା,୧୫୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ି କାପୁଡ଼ି ଗ୍ରାମରେ ରାଶନ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କୀତ ଭିଡିଓ...

ମେଘୁଆ ପାଗକୁ ପ୍ରବଳ ଶୀତ

ସୋରଡ଼ା,୯ା୧୨(ଡି.ଏନ୍‌.ଏ.): ଦୁଇଦିନ ହେଲା ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ମେଘୁଆ ପାଗକୁ ପ୍ରବଳ ଶୀତ ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅପରାହ୍ନ ପରଠାରୁ...

ଜଗତ୍‌ସିଂହପୁର ଜିଲାରେ ବଢ଼ି ଚାଲିଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା: ପୁଣି ୧୧ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ,୧୪।୬: ଜଗତ୍‌ସିଂହପୁର ଜିଲାରେ ରବିବାର ପୁଣି ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ତରୁଣ, ପ୍ରବୀଣ କଡ଼ା ମୁକାବିଲା

ବରଗଡ଼ ଅଫିସ୍‌,(ପ୍ରେମାନନ୍ଦ ଖମାରୀ)୨।୧୨: ପଦ୍ମପୁର ଉପନିର୍ବାଚନ ୩ ପ୍ରମୁଖ ଦଳ ବିଜେଡ଼ି, ଭାଜପା, କଂଗ୍ରେସ ପାଇଁ ଗୁରୁତ୍ୱ ବହନ କରୁଛି। ଉକ୍ତ ନିର୍ବାଚନ ମଣ୍ଡଳୀରେ ପୁରୁଖା...

ଖୋର୍ଦ୍ଧା: ୩୬ ହାଇସ୍କୁଲକୁ ଶ୍ରେଷ୍ଠ ସ୍କୁଲ ଆଓ୍ବାର୍ଡ

ଖୋର୍ଦ୍ଧା ଅଫିସ,୭।୧୧: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଥିବା ଖୋର୍ଦ୍ଧା ଜିଲାର ୩୬ ହାଇସ୍କୁଲକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ...

‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ।  ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ...

ଆଦର୍ଶ ବିଦ୍ୟାଳୟରେ ସମସ୍ୟା:ଜିଲାପାଳଙ୍କ ଦ୍ୱାରସ୍ଥ ହେଲା ଅଭିଭାବକ ସଂଘ

ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ଉପକଣ୍ଠ ଖଣ୍ଡହତାରେ ଥିବା ଆଦର୍ଶ ବିଦ୍ୟାଳୟ ସମସ୍ୟା ନେଇ ପୁଣି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି ଅଭିଭାବକ ସଂଘ। ୨୦୧୮-୧୯...

ରେଳଷ୍ଟେଶନ ନିକଟରୁ ୪ଲକ୍ଷ ଟଙ୍କାର ଭାଙ୍ଗ ଜବତ

କଟକ ରୋଡ,୧୦।୯(ଡି.ଏନ୍‌.ଏ.) : ଭୁବନେଶ୍ୱର ରେଲଓ୍ବ ଷ୍ଟେଶନ ନିକଟରୁ ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ସୋମବାର ୪ ବସ୍ତା ଭାଙ୍ଗ ଜବତ କରିଛି। ପରେ ଏହାକୁ ଭୁବନେଶ୍ୱର...

Advertisement
Archives

Model This Week