ପୁରୁଷୋତ୍ତମପୁରରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୪ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଏବଂ ଓକିଲ ସଂଘ କାର୍ଯ୍ୟାଳୟରେ ବିଚାରପତି ଦିଲ୍ଲୀପ କୁମାର ବାରିକ ପତାକା ଉତ୍ତୋଳନ କରିଛନ୍ତି। ଏହା ସହ ଓକିଲ ସଂଘ ସମ୍ପାଦକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, କାର୍ଯ୍ୟକରିଣୀ ସଭ୍ୟ ଉପେନ୍ଦ୍ର ପଣ୍ଡାଙ୍କ ସମେତ ସମସ୍ତ ଓକିଲ ଯୋଗଦେଇ ଥିଲେ।
ସେହିପରି ଏସ୍‌ଡିପିଓଙ୍କ ଅଫିସରେ ଏସ୍‌ଡିପିଓ ସୀମା ସ୍ବାଇଁ, ଏନ୍‌ଏ ସିରେ ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ମିଶ୍ର, ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ, ବ୍ଲକରେ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା, ତାରାତାରିଣୀ କଲେଜରେ ଅଧ୍ୟକ୍ଷ ସୀମାଞ୍ଚଳ ପଟ୍ଟନାୟକ ପ୍ରମୁଖ ପତାକା ଉତ୍ତୋଳନ କରିଛନ୍ତି। ଏହିଭଳି ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ ମାନଙ୍କରେ ମଧ୍ୟ ସ୍ବାଧୀନତା ଦିବସ ପାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଉଠାଣ ପାଇଁ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ

ଦେବଗଡ଼,୧୫।୪(ଡି.ଏନ.ଏ.)-ବୁଧବାର ଦେବଗଡ଼ ସହରରେ ଥିବା ବିଭିନ୍ନ ବ୍ୟାଙ୍କରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। କେନ୍ଦ୍ର ସରକାର ଜନଧନ ଜମା ଖାତାରେ ୫ଶହ ଟଙ୍କା ସହାୟତା ରାଶି...

୧୮ରୁ ଚନ୍ଦ୍ରଭାଗା ପଡ଼ିଆରେ ୧୪୪ ଧାରା

ପୁରୀ ଅଫିସ, ୧୭।୨:ଚଳିତବର୍ଷ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କୋଭିଡ୍‌ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମାଘ ମେଳା ଆୟୋଜନ ହେବ। ଜନସମାଗମ ଯୋଗୁ କରୋନା ସଂକ୍ରମଣର...

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଜଗତ୍‌ସିଂହପୁର ଅଫିସ୍‌, ୩୦।୧୨:-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତ୍‌ସିଂହପୁର ସେସୁ ଜେଇ-୨ ଦୀପ୍ତି ପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଦୀପ୍ତିଙ୍କ ବିସିପାତଳସ୍ଥିତ...

ହରାଇପାରିନି କର୍କଟ:‘ ସର୍‌ଭାଇଭର୍‌’ ନୁହେଁ ‘ଫାଇଟର୍‌’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଭବିଷ୍ୟତକୁ ନେଇ ସେମାନେ ନିଶ୍ଚିନ୍ତ ନୁହନ୍ତି, ହେଲେ ମନରେ ଅଛି ଅସୁମାରୀ ସ୍ବପ୍ନ। କିଛି ନୂଆ କରିବାର ସ୍ବପ୍ନ ଓ ନିଜେ ବଞ୍ଚତ୍ ଅନ୍ୟକୁ ବଞ୍ଚତ୍ବାର...

ମିଲର ନେଲେନି ଧାନ, ମଣ୍ଡିରେ ଉତ୍ତେଜନା

ଢେଙ୍କାନାଳ ଅଫିସ, ୫।୩ – ମିଲରଙ୍କ ମନମୁଖି କାର୍ଯ୍ୟ ପାଇଁ ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ମଣ୍ଡିରୁ ବୁଧବାର ଧାନ ଉଠି ନ ଥିବା ଅଭିଯୋଗ...

୩୧ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ସ୍ବାସ୍ଥ୍ୟ ବିଭାଗ

ବନ୍ତ,୫।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ସୋମବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ୟ ପର୍ଯ୍ୟାୟରେ ୩୧ ଜଣଙ୍କର ସ୍ବାବ୍‌ ସଂଗ୍ରହ କରାଯାଇଛି। ଏଥିରେ ସରପଞ୍ଚ...

ବିଞ୍ଝାରପୁର ବ୍ଲକରେ ପୁଣି ୨କରୋନା ଆକ୍ରାନ୍ତ ଚିହ୍ନଟ

ବିଞ୍ଝାରପୁର,୧୨।୫(ଡି.ଏନ.ଏ)-ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ୧୦ଦିନ ବ୍ୟବଧାନ ପରେ ମଙ୍ଗଳବାର ପୁଣି ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବାବେଳେ ସେମାନଙ୍କ...

ଭିଜିଲାନ୍ସ ଜାଲରେ କୋଟିପତି କିରାଣି: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ଜଳେଶ୍ୱର,୨୫।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାର ସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତରଣୀ କୁମାର ଭୂୟଁା ଓରଫ୍‌ ମଣ୍ଟୁଙ୍କ ବାସ ଭବନ...

Play 250+ Trending Games
Archives

Model This Week

Why Dharitri