ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ ୯ ଜଣ ଛାତ୍ରୀ ହଠାତ ଅସୁସ୍ଥ ହୋଇପଡ଼ିଛନ୍ତି। ସମସ୍ତେ ତଳେ ଗଡ଼ିଯାଇ ଅସ୍ବାଭାବିକ ଆଚରଣ ଦେଖାଉଛନ୍ତି। କାହାକୁ କିଛି ସ୍ପଷ୍ଟ ଭାବେ କହିପାରିଲେ ନାହିଁ ଏବଂ ସେମାନଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଅସ୍ବାଭାବିକ ଭାବେ ଥରିବାକୁ ଲାଗିଲା। ଏଭଳି ଦୃଶ୍ୟ ଦେଖି ସ୍କୁଲରେ ଉପସ୍ଥିତ ଥିବା ଶିକ୍ଷକ ଏବଂ ଅଭିଭାବକମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା। ଚିକିତ୍ସା ପାଇଁ ଡାକ୍ତରଖାନା ନେବା ବଦଳରେ ମହାମାୟୀ ମଣ୍ଡପରେ ପୂଜାର୍ଚ୍ଚନା କରୁଛନ୍ତି ଅଭିଭାବକ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?