କରୋନା କଟକଣା ଭିତରେ ଜି.ଉଦୟଗିରିରେ ଉଡିଲା ତ୍ରିରଙ୍ଗା

ଜି.ଉଦୟଗିରି,୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ହବାକ ହାଇସ୍କୁଲ ଖେଳ ପଡିଆରେ ଶନିବାର ନିରାଡ଼ମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବିଡିଓ ତଥା ଭାରପ୍ରାପ୍ତ ଅତିରିକ୍ତ ଉପଜିଲାପାଳ ଶାନ୍ତନୁ କୁମାର ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଗୋଷ୍ଠୀ ଜନସାସ୍ଥ୍ୟ ଅଧିକାରୀ ଡାକ୍ତର ଶକ୍ତିକାନ୍ତ ମଲ୍ଲିକ, ପୋଲିସ ଆଇଆଇସି ନରେଶ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ସୁଦର୍ଶନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଏନଏସି କାର୍ଯ୍ୟାଳୟ ପରିସରରେ ଭାରପ୍ରାପ୍ତ ଅଧିକାରୀ ସତ୍ୟପ୍ରକାଶ ମହାପାତ୍ର ପତାକା ଉତ୍ତୋଳନ କରିଥିଲେ । ସେପରି ବ୍ୟବସାୟୀ ସଂଘ ଓ ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ମଧ୍ୟ ସାଧୀନତା ଦିବସ ପାଳନ କରାଯାଇ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ସାମାଜିକ ଦୂରତ୍ୱ ରଖି ମାକ୍ସ ପିନ୍ଧି ସର୍ବାଧିକ ଦଶ ଜଣଙ୍କ ଉପସ୍ଥିତ ରେ ପାଳନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୁମୂର୍ଷୁ ଯୁବକଙ୍କୁ ଉଦ୍ଧାର କଲେ ବିଡିଓ

ବିଜେପୁର,୧୮।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରେ ମୁମୂର୍ଷୁ ଅବସ୍ଥାରେ ପଡିଥିବା ଯୁବକଙ୍କୁ ବ୍ଲକ ପ୍ରଶାସନ ମଙ୍ଗଳବାର ଉଦ୍ଧାର କରଛି। ଉକ୍ତ ଯୁବକ ଜଣକ ହେଲେ...

ଲକ୍ଷାଧିକ ଟଙ୍କାର ଧାନ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତ ଗିରଫ, କ୍ଷତିପୂରଣ ଦାବି

ଭବାନୀପାଟଣା,୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଲ ପଞ୍ଚାୟତ ଅଜରାଇ ଗାଁର ଚାଷୀମାନେ ଖଳାରେ ଧାନ ରଖିଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ...

୧୧୦ ବର୍ଷର ଶିକ୍ଷାନୁଷ୍ଠାନ ଆଜି ଅବହେଳିତ

ଜଳେଶ୍ୱର, ୧୯।୩-ସଂସ୍କୃତ ଶିକ୍ଷାର ପ୍ରସାର ଲାଗି ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ବାଲେଶ୍ୱର ଜିଲା ଅଧୀନ ଜଳେଶ୍ୱର ବ୍ଲକର ଶାଳିକୋଠା ଗ୍ରାମରେ ୧୯୧୦ ମସିହାରୁ ପ୍ରତିଷ୍ଠା ହୋଇଥିବା ଶିକ୍ଷାନୁଷ୍ଠାନ...

କିରାଣିଙ୍କ ଗ୍ରେଡ୍‌ ପେ ପ୍ରଦାନ ମାମଲା : ହାଇକୋର୍ଟରେ ସ୍ୟାଟ୍‌ ରାୟ କାଏମ

କଟକ ଅଫିସ,୮।୧୧ : ସୂଚନା ଓ ଲୋକସମ୍ପର୍କ ବିଭାଗରେ କାର୍ଯ୍ୟରତ ସ୍ନାତକ ଡିଗ୍ରୀଧାରୀ କିରାଣି-ଲାଇବ୍ରେରିଆନ୍‌ମାନଙ୍କୁ ଆରଏସିପି ଗ୍ରେଡ ପେ ପ୍ରଦାନ ସମ୍ପର୍କିତ ମାମଲାରେ ରାଜ୍ୟ ପ୍ରଶାସନିକ...

ବ୍ୟାସନଗର ପୌର ପରିଷଦ : ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ, ଦୁର୍ଗନ୍ଧରେ ଲୋକେ ହନ୍ତସନ୍ତ

ଯାଜପୁର ରୋଡ,୨୭ା୯(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅଞ୍ଚଳରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏହି ଅଞ୍ଚଳର ସ୍ଥାନରେ ବସାଯାଇଥିବା ଡଷ୍ଟବିନ୍‌ଗୁଡିକ ଆବର୍ଜନାରେ ପୂରିରହିଛି।...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୩୦ ବାଇକ୍‌ ଜବତ କଲା ପୋଲିସ

ଗୁଡଭେଲା,୧୩ା୪(ଡିଏନଏ): ସରକାରଙ୍କ କଡ଼ା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ...

ମଦନପୁର କଲେଜ ଛକରେ ରାସ୍ତାରୋକୋ

ପଟ୍ଟମୁଣ୍ଡାଇ/ରାଜନଗର, ୨୬ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇରୁ ରାଜନଗରକୁ ସଂଯୋଗ କରୁଥିବା ଉପର ଏବଂ ତଳ ରାସ୍ତାରେ ବସ ଚଳାଚଳକୁ ନେଇ ଦୀର୍ଘଦିନ ହେବ ସ୍ଥାନୀୟ ଲୋକଙ୍କ ମଧ୍ୟରେ ବିବାଦ...

ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ଅନୁଗୋଳ ଅଫିସ,୫।୨: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରମାନେ ବୁଧବାର ମହାବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ପରେ ସେମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଉଦ୍ଦେଶ୍ୟରେ...

Advertisement
Archives

Model This Week