ବିଓବି ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସ୍ବାଧୀନତା ଦିବସ

ଭୁବନେଶ୍ୱର,୧୮।୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ୭୬ ତମ ସ୍ବାଧୀନତା ଦିବସ ବ୍ୟାଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପାଟଣା ଜୋନ୍‌ ଅନ୍ତର୍ଗତ ନେଟ୍‌ୱର୍କ-୧ର ଉପମହାପ୍ରବନ୍ଧକ ଡ. ଆର୍‌.କେ.ମହାନ୍ତି ପତାକା ଉତ୍ତୋଳନ କରିଥିଲେ। ଆମର ସ୍ବାଧୀନତା ସଂଗ୍ରାମୀ ଓ ଦେଶର ଅର୍ଥନୀତିର ବିକାଶରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ମହାନ୍ତି ବିସ୍ତୃତ ଆଲୋଚନ କରିଥିଲେ। ଏହି ଅବସରରେ ଭୁବନେଶ୍ୱରର ଉପ-କ୍ଷେତ୍ରୀୟ ମୁଖ୍ୟ ଡି.କେ. ଝା, କଟକ ରୋଡ୍‌ ଶାଖାର ଶାଖା ମୁଖ୍ୟ ଜ୍ୟୋତିର୍ମୟୀ ଜେନା ଦେଶର ଆର୍ଥିକ ଦୁର୍ବଳ ଶ୍ରେଣୀର ବ୍ୟକ୍ତିମାନଙ୍କ ପ୍ରତି ବ୍ୟାଙ୍କ କର୍ମଚାରୀମାନଙ୍କର ଭୂମିକା ଓ ଦାୟିତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ଏବଂ ଶାଖା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri