ଆମେରିକା ରାଷ୍ଟ୍ରପତି ରେସ୍‌ରୁ ଓହରିଲେ କେନେଡି, ଏବେ ଏହି ପ୍ରାର୍ଥୀଙ୍କୁ କରିବେ ସମର୍ଥନ

ଓ୍ବାଶିଂଟନ୍‌,୨୪।୮: ଆମେରିକାର ରାଷ୍ଟ୍ରପତି ରେସ୍‌ରୁ ରବର୍ଟ ଏଫ କେନେଡି ଜ୍ରୁ ଶୁକ୍ରବା ତାଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ସେ ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରିବେ। କେନେଡି ନିର୍ବାଚନ କ୍ଷେତ୍ରରେ ରହି ଗଣତାନ୍ତ୍ରିକ ପ୍ରାର୍ଥୀ କମଲା ହାରିସଙ୍କୁ ସାହାଯ୍ୟ କରିବାକୁ ଚାହୁଁନାହାଁନ୍ତି। ଗତ କିଛି ସପ୍ତାହ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କ ସହ ବାର୍ତ୍ତାଳାପ ପରେ ଏହି ପଦକ୍ଷେପ ନିଆଯାଇଛି ବୋଲି କେନେଡି କହିଛନ୍ତି।
କେନେଡି କହିଛନ୍ତି, ମୁଁ ମୋର ଅଭିଯାନକୁ ସ୍ଥଗିତ ରଖିଛି। ମୋର ଆଉ ବିଶ୍ୱାସ ନାହିଁ ଯେ ନିର୍ବାଚନରେ ବିଜୟ ପାଇଁ ମୋର ଯଥାର୍ଥବାଦୀ ରାସ୍ତା ଅଛି। ମୁଁ ମୋର ମୋର ଦାତାମାନଙ୍କୁ ସେମାନଙ୍କ ଦାନ ଜାରି ରଖିବାକୁ କହି ପାରିବି ନାହିଁ, ମୁଁ ସଚ୍ଚୋଟ ଭାବରେ ସେମାନଙ୍କୁ କହିପାରିବି ନାହିଁ ଯେ ମୋର ହ୍ବାଇଟ ହାଉସର ଯଥାର୍ଥବାଦୀ ରାସ୍ତା ଅଛି।

କେନେଡି ଏପ୍ରିଲ ୨୦୨୩ରେ ରାଷ୍ଟ୍ରପତି ଜୋ ବିଡେନଙ୍କୁ ଚ୍ୟାଲେଞ୍ଜ କରିବା ପାଇଁ ରାଷ୍ଟ୍ରପତି ନିର୍ବାଚନ ରେସ୍‌ରେ ପ୍ରବେଶ କରିଥିଲେ। ଏହା ପରେ ସେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁଙ୍କ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri