ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର

ବ୍ରହ୍ମପୁର,୧୪।୫: ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ ହୋଇଛନ୍ତି। ହତ୍ୟା ଉଦ୍ୟମ ମାମଲା ରୁଜୁ କରି ପୋଲିସ ମଙ୍ଗଳବାର ଶିବଶଙ୍କରଙ୍କୁ ଗିରଫ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ପରେ ତାଙ୍କୁ ଜେଲ ପଠାଯାଇଛି।

ସୂଚନାଯୋଗ୍ୟ, ସୋମବାର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଓରଫ ପିଣ୍ଟୁ। ଆକ୍ରମଣ ପରେ ପିଣ୍ଟୁଙ୍କୁ ଥାନାରେ ଅଟକ ରଖିଥିଲା ପୋଲିସ। ଆକ୍ରମଣରେ ଆହତ ପ୍ରଦୀପ ପାଣିଗ୍ରାହୀ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri