ନାମାଙ୍କନ ପ୍ରତ୍ୟାହାର କରିନେଲେ ସ୍ବାଧୀନ ପ୍ରାର୍ଥୀ

ଗୁଡ଼ଭେଲା,୧୪।୩(ଡି.ଏନ୍‌.ଏ.): ତୁଷୁରା ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ସୋମବାର ପୌରପରିଷଦ ନିର୍ବାଚନର ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯାଇଥିଲା। ୧୦ ନମ୍ବର ୱାର୍ଡର ସ୍ବାଧୀନ ପ୍ରାର୍ଥୀ ଓମ ପ୍ରକାଶ ରଣା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଥିବା ନିର୍ବାଚନ ଅଧିକାରୀ ତଥା ତୁଷୁରା ତହସିଲଦାର ରବିନ୍ଦ୍ର ପଟେଲ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ୩ ଦଳର ୩ ଅଧ୍ୟକ୍ଷ ପ୍ରାର୍ଥୀ ଏବଂ ୩୨ଜଣ କାଉନ୍‌ସେଲରଙ୍କ ନାମାଙ୍କନ ପତ୍ର କାଏମ ରହିଛି। ବିଜେଡି ଓ ଭାଜପା ୧୧ଟି ୱାର୍ଡରେ ୧୧ଜଣ ପ୍ରାର୍ଥୀ ଦେଇଛନ୍ତି। ହେଲେ କଂଗ୍ର୍ରେସ ୪, ୫, ୭ ନମ୍ବର ୱାର୍ଡରେ ପ୍ରାର୍ଥୀ ଦେଇ ନ ଥିବା ବେଳେ ଅନ୍ୟ ଓ୍ବାର୍ଡଗୁଡିକରେ ପ୍ରାର୍ଥୀ ଦେଇଛି। ସ୍ବାଧୀନ ଭାବେ ୬ ନମ୍ବର ୱାର୍ଡରୁ ରେଖା ଶର୍ମା କାଉନସେଲ ପାଇଁ ନାମାଙ୍କନ ପତ୍ର ଦାଖଳ କରିଥିବା ବେଳେ ୮ନମ୍ବର ୱାର୍ଡରୁ କବିତା ଭୋଇଙ୍କ ପ୍ରାର୍ଥୀ ପତ୍ର କାଏମ ରହିଥିବା ନିର୍ବାଚନ ଅଧିକାରୀ ପଟେଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ହେଲ୍‌ଥ ସେଣ୍ଟରରେ ୫-ଟି ସଚିବ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଯାଇ ସ୍ଥିତି ପରଖୁଛନ୍ତି। ଏହି...

ବନ୍ଧରାସ୍ତା ପାଲଟିଛି ମରଣଯନ୍ତା

ବ୍ରହ୍ମବରଦା,୩ା୬(ଡି.ଏନ.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତର ସ୍ବାଇଁସାହିଠାରେ ଥିବା ବନ୍ଧ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଅସରାଏ ବର୍ଷା ହେଲେ ଏହି ରାସ୍ତାରେ ଯାତାୟାତ...

ଚୋରା ଦେଶୀମଦ ଜବତ: ଜଣେ ଗିରଫ

ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଶୁକ୍ରବାର ବାଲାଗୋଡ଼ା ସ୍ଥିତ ଡବ୍ଲ୍ୟୁ ହଟିଂ ଅଞ୍ଚଳରେ ଚଢ଼ାଉ କରି ୧୦ ଲିଟର ଚୋରା ଦେଶୀ ମଦ...

ଆଜିଠୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

କଟକ ଅଫିସ,୩ା୪: ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ...

ବଳକା ଧାନର ଅଭାବୀ ବିକ୍ରି

ବାଲିଆପାଳ,୧୧।୭(ସ୍ବ.ପ୍ର.)-ସେବା ସମବାୟ ସମିତି ଗତ ମାସ ୩୦ ତାରିଖରୁ ଡାଳୁଅ ଧାନ କିଣା ବନ୍ଦ କରିଦେବାରୁ ଚାଷୀମାନେ ବଳକା ଧାନ ବିକି ନ ପାରି ହଇରାଣ...

କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ...

ପକେଟ୍‌ ଭୋଟକୁ କଂଗ୍ରେସର ଭରସା

ପଦ୍ମପୁର,୨୧।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡ଼ି ଓ ଭାଜପା ନିଜର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ କଂଗ୍ରେସ ପଛରେ ପଡିଥିବା...

ଭବାନୀପାଟଣା ସହର ଆଖପାଖ ଅଞ୍ଚଳରେ ଝଡ଼ତୋଫାନ ବର୍ଷା: ଉଡ଼ିଲା ଘରର ଛାତ, କୁଆପଥର ମାଡ଼ରେ ବ୍ୟାପକ କ୍ଷୟକ୍ଷତି

ଭବାନୀପାଟଣା, ୨୫।୨ (ଡି.ଏନ୍‌.ଏ.)- ଭବାନୀପାଟଣା ଆଖପାଖ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟାରେ କିଛି ସମୟ ପାଇଁ ଝଡ଼ତୋଫାନ ବର୍ଷା ସହ କୁଆପଥର ମାଡ଼ ହୋଇଛି। ଫଳରେ ଅନେକ...

Advertisement
Archives

Model This Week