Odisha Elections 2024
Posted inଖେଳ

ଭାରତ ଏ ବନାମ ପାକିସ୍ତାନ ଏ: ଟସ ଜିତିଲା ପାକିସ୍ତାନ, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି…

କଲମ୍ବୋ,୧୯।୭ : ବୁଧବାର ଭାରତୀୟ ଏ ଦଳ ଏମର୍ଜିଙ୍ଗ ଏସିଆ କପରେ ପାକିସ୍ତାନ ଏ ଦଳ ସହ ମୁହାଁମୁହିଁ ହୋଇଛି। ୟଶ ଧୁଲଙ୍କ ଅଧିନାୟକତ୍ୱରେ ଯୁବ ଇଣ୍ଡିଆ ଏ ଦଳ କ୍ରମାଗତ ପାଞ୍ଚଟି ମ୍ୟାଚ ଜିତି ଷଷ୍ଠ ସ୍ଥାନ ହାସଲ କରିବାକୁ ଚାହୁଁଛି। ଏଥି ସହିତ ପାକିସ୍ତାନ ଏ ଭାରତକୁ ପରାସ୍ତ କରି କ୍ରମାଗତ ତୃତୀୟ ବିଜୟ ହାସଲ କରିବାକୁ ଚେଷ୍ଟା କରିବାର ଯୋଜନା କରିଛି। ଟସ ଜିତି ପାକିସ୍ତାନ, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବାବେଳେ ଭାରତ ଏ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି।

ଶ୍ରୀଲଙ୍କାର କଲମ୍ବୋର ଆର ପ୍ରେମଦାସା ଷ୍ଟାଡିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ବ୍ୟାଟିଂ ଆରମ୍ଭ କରି ପାକିସ୍ତାନ ଏ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପାକିସ୍ତାନ ଏ ୪ ଓଭରରେ ୨ ଓ୍ବିକେଟ ହରାଇ ୯ ରନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା...

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି...

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ...

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌...

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି...

ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ,୧୬।୫: ଅନ୍ତର୍ଜାତୀୟ ଫୁଟ୍‌ବଲରୁ ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ। ଜୁନ୍‌ରେ କୁଏତ ବିପକ୍ଷ ଫିଫା ବିଶ୍ୱକପ୍‌ ଯୋଗ୍ୟତା ମ୍ୟାଚ୍‌ ପରେ ସେ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲିଙ୍କ ଦବ୍‌ଦବା ଜାରି: ପର୍ପଲ କ୍ୟାପ୍‌କୁ ନେଇ ଏହି ୨ ବୋଲରଙ୍କ ମଧ୍ୟରେ ଲଢେଇ

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ ୨୦୨୪ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ୫ଟି ମ୍ୟାଚ ପରେ ଟୁର୍ନାମେଣ୍ଟରେ ପ୍ଲେ ଅଫ ମ୍ୟାଚ ଆରମ୍ଭ ହେବ। ଅରେଞ୍ଜ୍‌ ଏବଂ ପର୍ପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri