Posted inଜାତୀୟ

ପୁଣିଥରେ ଦୂରେଇ ରହିଲା ଭାରତ

ନୂଆଦିଲ୍ଲୀ,୨୪ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ପରେ ସୃଷ୍ଟି ହୋଇଥିବା ମାନବୀୟ ସଙ୍କଟକୁ ନେଇ ସୁରକ୍ଷା ପରିଷଦ ଦ୍ୱାରା ବୁଧବାର ହୋଇଥିବା ମତଦାନରେ ଭାରତ ସମେତ ୧୩ ଦେଶ ଭାଗ ନେଇ ନାହାନ୍ତି । ପ୍ରସ୍ତାବରେ ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ରାଜନୈତିକ ବାର୍ତ୍ତା, କଥାବାର୍ତ୍ତା, ମଧ୍ୟସ୍ଥତା ଓ ଅନ୍ୟ ଶାନ୍ତିପୂର୍ଣ୍ଣ ଉପାୟରେ ତୁରନ୍ତ ଶାନ୍ତିପୂର୍ଣ୍ଣ ସମାଧାନ କଥା କୁହାଯାଇଥିଲା ।
ଜାତିସଂଘ ସୁରକ୍ଷା ପରିଷଦରେ ଏହାର ଡ୍ରାଫ୍ଟ ରିଜୋଲ୍ୟୁଶନ ଉପରେ ଭୋଟ ଦେବାକୁ ୧୫ ସଦସ୍ୟ ରାଷ୍ଟ୍ରକୁ ଭିଟୋ କ୍ଷମତା ବିଶିଷ୍ଟ ସ୍ଥାୟୀ ପରିଷଦ ସଦସ୍ୟ ରୁଷିଆ ଆହ୍ୱାନ କରିଛି । ଯେଉଁଥିରେ ମାନବିୟ ସଙ୍କଟକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁଙ୍କ ସମେତ ଅସୁରକ୍ଷିତ ଅବସ୍ଥାରେ ରହୁଥିବା ନାଗରିକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସୁରକ୍ଷା ଦିଆଯାଉ ବୋଲି ଦାବି କରାଯାଇଥିଲା । ସାଧାରଣ ନାଗରିକଙ୍କ ସ୍ୱେଚ୍ଛାକୃତ ତଥା ବାଧାପ୍ରାପ୍ତ ସ୍ଥାନାନ୍ତରଣକୁ ସକ୍ଷମ କରିବା ପାଇଁ ଏକ ବୁଝାମଣା ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନ ପାଇଁ ଏହି ସଂକଳ୍ପରେ ଆହ୍ୱାନ କରାଯାଇଛି ଏବଂ ଏହି ଉଦ୍ଦେଶ୍ୟରେ ସମ୍ପୃକ୍ତ ମାନବିକତା ପାଇଁ ସହମତି ପ୍ରକାଶ କରିବା ଆବଶ୍ୟକ ବୋଲି ଦର୍ଶାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?