Posted inଜାତୀୟ

୪୦ ହଜାର କୋଟି ଡଲାର ରପ୍ତାନୀ ଲକ୍ଷ୍ୟ ହାସଲ କରିଛି ଭାରତ…

ନୂଆଦିଲ୍ଲୀ, ୨୭।୩ : ଭାରତବାସୀ ଲୋକାଲ ରୁ ଆଜି ଗ୍ଲୋବାଲସ୍ତରରେ ପହଞ୍ଚିଛନ୍ତି। ଦେଶ ଏବେ ୪୦ ହଜାର କୋଟି ରପ୍ତାନୀ ଲକ୍ଷ୍ୟ ହାସଲ କରିଛି। ୮୭ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ଏହାଦ୍ୱାରା ଭାରତର କ୍ଷମତା ସମ୍ପର୍କରେ ସଭିଏଁ ଅବଗତ ହୋଇ ପାରିଛନ୍ତି।
ସେହିପରି ପ୍ରଧାନମନ୍ତ୍ରୀ ସୁସ୍ବାସ୍ଥ୍ୟ ପାଇଁ ଯୋଗ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ସହିତ ଜଳ ସଙ୍କଟର ସଫଳ ସମାଧାନ କିପରି କରାଯିବ ତାହା ସୂଚିତ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ସୁସ୍ବାସ୍ଥ୍ୟ ପାଇଁ ଯୋଗ ଉପରେ ଗୁରୁତ୍ୱାରୋପ କରିଛନ୍ତି।

ଏହା ସହିତ ଜଳ ସଙ୍କଟର ସଫଳ ସମାଧାନ କିପରି କରାଯିବ ତାହା ସୂଚିତ କରିଛନ୍ତି। ଜଳ ସଂରକ୍ଷଣ ଏହାର ଅଭାବର ଉତ୍ତମ ନିରାକରଣ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଚନ୍ଦ୍ର କିଶୋର ପାଟିଲଙ୍କ ବିଷୟରେ ଉଲ୍ଲେଖ କରି କହିଛନ୍ତି। ଚନ୍ଦ୍ର କିଶୋର ସ୍ବଚ୍ଛତା ପାଇଁ କରୁଥିବା କାର୍ଯ୍ୟ ପ୍ରଶଂସନୀୟ। ସେ ଲୋକମାନଙ୍କୁ ଗୋଦାବରୀ ନଦୀରେ ଅଳିଆ ଫିଙ୍ଗିବାରେ ଅଟକାଉଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଚନ୍ଦ୍ର କିଶୋରଙ୍କର ଏହି କାମ ଲୋକଙ୍କ ଲାଗି ଏକ ପ୍ରେରଣାର ସ୍ରୋତ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri