Posted inଖେଳ

ଭାରତ-ଆଫଗାନିସ୍ତାନ ମ୍ୟାଚ୍‌ ଟାଏ

ବେଙ୍ଗାଲୁରୁ,୧୭।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ରୋମାଞ୍ଚକ ଭାବେ ଟାଏ ହୋଇଛି। ଫଳରେ ଏବେ ସୁପର ଓଭରରେ ଫଳାଫଳ ନିର୍ଣ୍ଣୟ ହେବ। ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିକରି ନିର୍ଦ୍ଧାରିତ ଓଭରରେ ୪ ଉଇକେଟ୍‌ ହରାଇ ୨୧୨ ରନ୍‌ କରିଥିଲା। ଆଫଗାନିସ୍ତାନ ମଧ୍ୟ ୬ ଉଇକେଟ୍‌ ହରାଇ ୨୧୨ ରନ୍‌ କରିଥିଲା। ଜିତିବା ପାଇଁ ଆଫଗାନିସ୍ତାନକୁ ଶେଷ ଓଭରରେ ୧୯ ରନ ସ୍କୋର କରିବାକୁ ପଡୁଥିଲା, କିନ୍ତୁ ଦଳ ୧୮ ରନ ସ୍କୋର କରିପାରିଥିଲା ଏବଂ ସ୍କୋର ସମାନ ହୋଇଯାଇଥିଲା। ଏହି ସିରିଜରେ ଟିମ ଇଣ୍ଡିଆ ବର୍ତ୍ତମାନ ୨-୦ରେ ଆଗୁଆ ରହିଛି।
ଜୁନ ମାସରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ବିଶ୍ୱକପ ପୂର୍ବରୁ ଏହା ଟିମ ଇଣ୍ଡିଆର ଶେଷ ଟି -୨୦ ସିରିଜ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri