Posted inଜାତୀୟ

କୋଭିଡ-୧୯: ପୁଣିଥରେ ବିଶ୍ୱର ଟପ ୫ ସଂକ୍ରମିତ ଦେଶ ତାଲିକାରେ ସାମିଲ ହେଲା ଭାରତ

ନୂଆଦିଲ୍ଲୀ,୩।୪: ପୁଣିଥରେ ୨୦୨୦ ମସିହା ପରି ଡରାଇଲାଣି କରୋନା। ଭାରତ ପୁଣିଥରେ ବିଶ୍ୱର ସେହି ଦେଶମାନଙ୍କ ସହ ସାମିଲ ହୋଇଯାଇଛି ଯେଉଁସବୁ ଦେଇ ସଂକ୍ରମିତ ମାମଲାରେ ଆଗରେ ରହିଛନ୍ତି। ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ପରିମାଣର କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଇତିମଧ୍ୟରେ ୩,୬୪୧ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଏହାସହ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୨୦ ହଜାର ୨୧୯ ହୋଇଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ରବିବାର ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣଙ୍କ ମୃତ୍ୟୁ ହୋଇଛି। ଏଥିମଧ୍ୟରୁ ୪ କେରଳ, ୩ ମହାରାଷ୍ଟ୍ର ଓ ଦିଲ୍ଲୀରେ, କର୍ନାଟକ ଓ ରାଜସ୍ଥାନରେ ଜଣେ ଜଣେ ସାମିଲ ରହିଛନ୍ତି। ଏହାସହ ଏବେ ପର୍ଯ୍ୟନ୍ତ କରୋନା ମୃତ୍ୟୁ ସଂଖ୍ୟା ୫ଲକ୍ଷ ୩୦ ହଜାର ୮୯୨ରେ ପହଞ୍ଚିଛି।
ଓ୍ବାର୍ଲଡୋ ମିଟରର ସଂଖ୍ୟା ଅନୁଯାୟୀ, ଭାରତ ପୁଣିଥରେ ସଂକ୍ରମିତ ଥିବା ଟପ ୫ ଦେଶ ତାଲିକାରେ ସାମିଲ ହୋଇଯାଇଛି। ରବିବାର ସୁଦ୍ଧା ସବୁଠାରୁ ଅଧିକ ସଂକ୍ରମିତ ଦେଶ ମଧ୍ୟରେ ରହିଛି ଦକ୍ଷିଣ କୋରିଆ୯୭୨୪, ଦ୍ୱିତୀୟ ନମ୍ବରରେ ରହିଛି ରୁଷିଆ ଏଠାରେ ୯,୫୯୧ ସଂକ୍ରମିତ ରହିଛନ୍ତି, ଜପାନରେ ୬,୨୯୦, ଫ୍ରାନ୍ସରେ ୬୦୨୭ କରୋନା ସଂକ୍ରମିତ ଥିବା ବେଳେ ଏହା ପଛକୁ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩,୬୪୧।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri