Posted inଖେଳ

ଭାରତ ଆଗରେ ୨୩୧ ରନ୍‌ ଟାର୍ଗେଟ୍‌

ପାଲେକେଲ୍‌,୪ା୯: ପାଲେକେଲ୍‌ ଷ୍ଟାଡ଼ିୟମରେ ସୋମବାର ଖେଳାଯାଇଥିବା ଭାରତ-ନେପାଳ ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇଁ ନେପାଳ ବ୍ୟାଟିଂ କରି ନିଦ୍ଧାରିତ ୪୮.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୩୦ ରନ୍‌ କରିଛି। ଫଳରେ ଭାରତ ଆଗରେ ୨୩୧ ରନ୍‌ର ବିଜୟ ଟାର୍ଗେଟ ରଖିଛି ନେପାଳ।

ନେପାଳର ଦୁଇ ଓପନର କୁଶଲ ଭୁର୍ଟେଲ ଏବଂ ଆସିଫ ଶେଖ୍‌ ଦଳକୁ ଭଲ ଷ୍ଟାଟ୍‌ ଦେଇଥିଲେ। କୁଶଲ ୩ନ ରନ୍‌ କରିଥିବା ବେଳେ ଆସିଫ ୫୮ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ପରବର୍ତ୍ତୀ ସମୟରେ ଭାରତର ମାପଚୁପ ବୋଲିଂ ଯୋଗୁ ନେପାଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ୪୮.୨ ଓଭରରେ ନେପାଳ ୧୦ ଉଇକେଟ ହରାଇ ୨୩୦ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଭାରତର ରବିନ୍ଦ୍ର ଜାଡେଜା ଏବଂ ମହମ୍ମଦ ସିରାଜ ୩ଟି ଲେଖାଏ ଉଇକେଟ ନେଇଥିବା ବେଳେ ମହମ୍ମଦ ସାମି, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶାଦ୍ଦୁଲ ଠାକୁର ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?