ଡିଜିଟାଲ କ୍ଷେତ୍ରରେ ଭାରତ ୟୁରୋପଠାରୁ ଆଗରେ: ଜୟଶଙ୍କର…

କେପଟାଉନ,୪।୬ : ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛନ୍ତି। ଭାରତୀୟ ମୂଳ ବ୍ୟକ୍ତିମାନେ ମନ୍ତ୍ରୀଙ୍କ ସମ୍ମାନାର୍ଥେ ଶନିବାର କେପଟାଉନରେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଏହି ସମୟରେ ଜୟଶଙ୍କର କହିଛନ୍ତି ବର୍ତ୍ତମାନ ଏହା ନୁହେଁ ଯେ ଭାରତ ମନ୍ଥର ଗତିରେ ବଢୁଛି, ଯେତେବେଳେ ଡିଜିଟାଲ କଥା ଆସେ, ଆମେ ଏହି ପ୍ରସଙ୍ଗରେ ୟୁରୋପ ଏବଂ ଉତ୍ତର ଆମେରିକାର ଅନେକ ଦେଶଠାରୁ ଆଗରେ ଅଛୁ।

ଭାରତୀୟ ଏନଆରଆଇ ମାନଙ୍କୁ ବୁଝିବା ଆବଶ୍ୟକ ଗତ ନଅ ବର୍ଷ ମଧ୍ୟରେ ଭାରତରେ ଘଟିଥିବା ପରିବର୍ତ୍ତନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଯଦି ବିଦେଶରେ ରହୁଥିବା ଭାରତୀୟମାନେ ମଧ୍ୟ ଏହି ପରିବର୍ତ୍ତନର ଏଜେଣ୍ଟ ହୁଅନ୍ତି ତେବେ ଏହା ଭଲ ହେବ। ବ୍ରିକ୍ସ କାର୍ଯ୍ୟକ୍ରମରେ ଭାଗ ନେବାକୁ ଜୟଶଙ୍କର ଦକ୍ଷିଣ ଆଫ୍ରିକାରେ ଅଛନ୍ତି। ଯେଉଁଠାରେ ସେ ବ୍ରାଜିଲ, ଚାଇନା, ରୁଷିଆର ପ୍ରତିନିଧୀଙ୍କୁ ଭେଟିବେ।

ଗତ ନଅ ବର୍ଷ ମଧ୍ୟରେ ନୀତି ସଂସ୍କାରରେ ଭାରତରେ ଅନେକ କାର୍ଯ୍ୟ କରାଯାଇଛି, ଯେଉଁଥିପାଇଁ ଭାରତୀୟ ଲୋକମାନେ ଅନେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇଛନ୍ତି। ଗତ ବର୍ଷ ଭାରତରେ ୮୬ ବିଲିୟନ ଆମେରିକୀୟ ଡଲାରର ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ବିନିଯୋଗ ପାଇଥିଲା, ଯାହା ବିଶ୍ୱରେ ସର୍ବାଧିକ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri