Posted inଖେଳ

ଭାରତ ୧୧୭ ରନ୍‌ରେ ଅଲଆଉଟ୍‌

ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ୧୧୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ଅଷ୍ଟ୍ରେଲିଆକୁ ୧୧୮ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୬ ଓଭରରେ ୧୧୭ ରନରେ ଅଲଆଉଟ୍‌ ହୋଇଛି। ଭାରତ ପକ୍ଷରୁ ବିରାଟ କୋହଲି ସର୍ବାଧିକ ସ୍କୋର ବିରାଟ କୋହଲି କରିଥିଲେ। ସେ ୩୫ ବଲ୍‌ରୁ ୩୧ ରନ୍‌ କରିଥିଲେ। ସେହିପରି ଅକ୍ଷର ପଟେଲ ୨୯, ରବିନ୍ଦ୍ର ଜାଡେଜା ୧୬, ରୋହିତ ଶର୍ମା ୧୩ ରନ୍‌ ସୌକାର କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ୍‌ ଷ୍ଟ୍ରାକ୍‌ ୫ଟି ଉଇକେଟ୍‌ ନେଇଥିବା ବେଳେ ସିନ୍‌ ଆବୋଟ ୩ ଏବଂ ନାଥନ ଏଲିସ ୨ଟି ଉଇକେଟ୍‌ ନେଇଥିଲେ।
ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆରେ ଏହା ଭାରତର ତୃତୀୟ ସର୍ବନିମ୍ନ ସ୍କୋର। ୧୯୮୧ରେ, ଭାରତୀୟ ଦଳ ସିଡନୀରେ ୬୩ ରନ ଏବଂ ୨୦୦୦ରେ ସିଡନୀରେ ୧୦୦ରନ ସ୍କୋର କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri