Posted inଜାତୀୟ

‘ଇଣ୍ଡିଆ’ ମେଣ୍ଟର ସ୍ଥିତି ମଜଭୁତ ନୁହେଁ…’, ବିରୋଧୀ ଏକତା ଉପରେ ଓମାର ଅବଦୁଲ୍ଲାଙ୍କ ବୟାନ

ଶ୍ରୀନଗର,୩୦।୧୦: ବିରୋଧୀ ମେଣ୍ଟ ‘ଇଣ୍ଡିଆ’କୁ ନେଇ ରାଷ୍ଟ୍ରୀୟ ସମ୍ମିଳନୀ (ଏନସି)ର ଉପାଧ୍ୟକ୍ଷ ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି, ଯେଉଁ ପ୍ରକାର ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଲଢେଇ ହୋଉଛି ତାହା ଦୁର୍ଭାଗ୍ୟଜନକ। ମେଣ୍ଟ ପାଇଁ ଏହା ଭଲ ନୁହେଁ।

ନ୍ୟୁଜ ଏଜେନ୍ସି ଅନୁଯାୟୀ ସେ କହିଛନ୍ତି, ଦୁର୍ଭାଗ୍ୟଜନକ ଯେ ବିରୋଧୀ ଦଳର ମେଣ୍ଟର ସ୍ଥିତି ବର୍ତ୍ତମାନ ଦୃଢ ନୁହେଁ। କିଛି ଆଭ୍ୟନ୍ତରୀଣ ମନମାଳିନ୍ୟ ଦେଖାଯାଉଛି। ଏହି ମନମଳେିନ୍ୟ ହେବା ଉଚିତ୍‌ ନୁହେଁ। ବିଶେଷ କରି ୪ରୁ ୫ ରାଜ୍ୟରେ ଯେଉଁଠାରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri