Posted inଜାତୀୟ

ରାମଲୀଳା ମଇଦାନରେ ଇଣ୍ଡିଆ ମେଣ୍ଟର ବିଶାଳ ରାଲି, କେଜରିଓ୍ବାଲଙ୍କ ବାର୍ତ୍ତା ପଢିବେ ସ୍ତ୍ରୀ ସୁନୀତା

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫ ପ୍ରତିବାଦରେ ଆମ ଆଦମୀ ପାର୍ଟି(ଏଏପି) ସହ ଅନ୍ୟ ବିରୋଧୀ ଆଜି ଦିଲ୍ଲୀର ରାମଲୀଳା ମଇଦାନରେ ଏକ ବିଶାଳ ରାଲି କରିବାକୁ ଯାଉଉନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏବଂ ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସୱୀ ଯାଦବ ଏହି ମେଗା ରାଲିରେ ଯୋଗ ଦେବେ।

ବରିଷ୍ଠ ଏଏପି ନେତା ଗୋପାଳ ରାୟ କହିଛନ୍ତି, ରାମଲୀଳା ମଇଦାନରେ ୨୦ ହଜାରରୁ ଅଧିକ ଲୋକଙ୍କ ଉପସ୍ଥିତିରେ ଏକ ରାଲି କରିବାକୁ ପ୍ରଶାସନଙ୍କ ଠାରୁ ଅନୁମତି ମିଳିଛି। ଅରବିନ୍ଦ କେଜରିୱାଲଙ୍କ ସ୍ତ୍ରୀ ସୁନୀତା କେଜରିୱାଲ ଏହି ମେଗା ରାଲିକୁ ସମ୍ବୋଧିତ କରିବେ କି ନାହିଁ ସେ ନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। କଂଗ୍ରେସ କହିଛି ଯେ, ରାମଲୀଳା ମଇଦାନରେ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆନ ନ୍ୟାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ’ (ଇଣ୍ଡିଆ)ର ‘ସେଭ ଡେମୋକ୍ରାସି ରାଲି’ କୌଣସି ବ୍ୟକ୍ତିଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ନୁହେଁ, ବରଂ ସମ୍ବିଧାନ ଓ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଉଦ୍ଦିଷ୍ଟ ।

ଏହି ରାଲିରେ ତୃଣମୂଳ କଂଗ୍ରେସ ନେତା ଡେରେକ ଓ’ବ୍ରାଏନ, ଡିଏମକେ ନେତା ତିରୁଚି ଶିବା, ନ୍ୟାଶନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଯୋଗଦେବେ। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ମଧ୍ୟ ଏହି ରାଲିରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri