Posted inଜାତୀୟ

ଏଲଏସିରେ ଉତ୍ତେଜନା ମଧ୍ୟରେ ୧୪ ହଜାର ଫୁଟ ଉପରେ ଯୁଦ୍ଧାଭ୍ୟାସ କଲେ ଭାରତ-ଆମେରିକା ସେନା

ନୂଆଦିଲ୍ଲୀ,୨୭ ।୧୦: ଭାରତ ଓ ଚାଇନା ମଧ୍ୟରେ ବେଶ କିଛି ଦିନ ହେବ ତୁତୁମେମେ ଲାଗି ରହିଛି । ସୀମାରେ ଉଭୟ ଦେଶର ସେନା ବହୁବାର ସାମ୍ନା ସାମ୍ନି ହୋଇଥିବା ବେଳେ ହିଂସା ବି ଦେଖିବାକୁ ମିଳିଛି । ସୀମାରେ ସବୁବେଳେ ଚାଇନା ସେନା ଆଗ୍ରେସିଭ ମୁଡରେ ନଜର ଆସିଛନ୍ତି । ଏହାର ଜବାବ ବି ଭାରତୀୟ ସେନା ପକ୍ଷରୁ ଦିଆଯାଇଛି । ଏବେ ଏମିତି ଏକ ଖବର ସାମ୍ନାକୁ ଆସିଛି ଯାହାକୁ ଦେଖି ଚାଇନା ଘାବରେଇ ଯିବ ନିଶ୍ଚୟ । ଖବର ଅନୁଯାୟୀ, ଅକ୍ଟୋବରରେ ଏଲଏସି ନିକଟ ଉତ୍ତରାଖଣ୍ଡର ଓଲିରେ ଭାରତ ଓ ଆମେରିକା ସେନା ହାଇ ଅଲଟିଚ୍ୟୁଡ ମିଲିଟ୍ରି ଏକ୍ସରସାଇଜ କରିବାକୁ ଯାଉଛନ୍ତି । ଆମେରିକା ଓ ଭାରତ ସେନାଙ୍କ ମଧ୍ୟରେ ହୋଇଥିବା ଯୁଦ୍ଧାଭ୍ୟାସ ଚୁକ୍ତିର ଏହା ୧୫ ତମ ସୁଯୋଗ ।
ସୂଚନାଯୋଗ୍ୟ, ଆମେରିକା ଓ ଭାରତ ସେନାଙ୍କ ମଧ୍ୟରେ ପ୍ରତିବର୍ଷ ଯେଉଁ ମିଲିଟ୍ରଅି ଏକ୍ସରସାଇଜ କରାଯାଇଥାଏ ତାକୁ ‘ଯୁଦ୍ଧାଭ୍ୟାସ’ କୁହାଯାଇଥାଏ । ଗୋଟିଏ ବର୍ଷ ଏହା ଭାରତରେ ହେବା ବେଳେ ଅନ୍ୟ ବର୍ଷ ଏହା ଆମେରିକାରେ ହୋଇଥାଏ । ଗତ ବର୍ଷ ଏହା ଆମେରିକାର ଆଲାସ୍କାରେ ହୋଇଥିଲା । ସେଥିପାଇଁ ଚଳିତବର୍ଷ ଏହି ଏକ୍ସରସାଇଜ ଭାରତରେ ହେଉଛି । ଏହି ଏକ୍ସରସାଇଜ ୧୫ ନଭେମ୍ବରରୁ ୨ ଡିସେମ୍ବର ପର୍ଯ୍ୟନ୍ତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri