Posted inଖେଳ

ଏସିଆ କପ୍‌ ୨୦୨୩: ଗୋଟିଏ ଗ୍ରୁପ୍‌ରେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୫।୧: ଏସିଆ କ୍ରିକେଟ୍‌ ପରିଷଦ ଅଧ୍ୟକ୍ଷ ଜୟ ଶାହା ୨୦୨୩ ଏବଂ ୨୦୨୪ ହେବାକୁ ଥିବା ଟୁର୍ନାମେଣ୍ଟର ସୂଚୀ ଜାରି କରିଛନ୍ତି। ୨୦୨୩, ସେପ୍ଟେମ୍ବରେ ପାକିସ୍ତାନରେ ଆୟୋଜିତ ହେବାକୁ ଥିବା ଏସିଆ କପ୍‌ରେ ଭାରତ ଏବଂ ପାକିସ୍ତାନ ଗୋଟିଏ ଗ୍ରୁପ୍‌ରେ ସ୍ଥାନ ପାଇଛନ୍ତି। ଅନ୍ୟ ଗ୍ରୁପ୍‌ରେ ଶ୍ରୀଲଙ୍କା, ଆଫଗାନିସ୍ତାନ ଏବଂ ବାଂଲାଦେଶ ଅଛନ୍ତି। ଯଦିଓ ଏସିଆ କପ୍‌ ଆୟୋଜନ ଦାୟିତ୍ୱ ପାକିସ୍ତାନ ନିକଟରେ ଅଛି, କିନ୍ତୁ ବିସିସିଆଇ ମହାସଚିବ ଭାବେ ଜୟ ଶାହା ପୂର୍ବରୁ କହିସାରିଛନ୍ତି ଯେ, ଟିମ୍‌ ଇଣ୍ଡିଆ ପାକିସ୍ତାନ ଯିବ ନାହିଁ। ଏହାକୁ ନେଇ ପାକିସ୍ତାନ ମଧ୍ୟ ଆପତ୍ତି ଉଠାଇସାରିଛି।
ଏସିଆ କପ ଶେଷ ଥର ଟି-୨୦ ଫର୍ମାଟରେ ଅନୁଷ୍ଠିତ ହୋଇଥିଲା। ଅକ୍ଟୋବର-ନଭେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପକୁ ଦୃଷ୍ଟିରେ ରଖି ଏଥର ଫର୍ମାଟକୁ ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ଏହା ଏହାର ମୂଳ ଫର୍ମାଟ (ଦିନିକିଆ)ରେ ଖେଳାଯିବ। ପ୍ରତିଯୋଗିତାର ୧୬ ତମ ସଂସ୍କରଣରେ ସୁପର ୪ ପର୍ଯ୍ୟାୟ ଏବଂ ଫାଇନାଲ ସମେତ ମୋଟ ୧୩ଟି ମ୍ୟାଚ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୂତୀଙ୍କୁ ଏ ବର୍ଷ ମିଳିବ ନାହିଁ ଅର୍ଜୁନ ସମ୍ମାନ

ନୂଆଦିଲ୍ଲୀ,୨୪।୭- ଷ୍ଟାର ସ୍ପିଣ୍ଟର ଦୂତୀ ଚାନ୍ଦ ଚଳିତ ବର୍ଷ ଅର୍ଜୁନ ପୁରସ୍କାର ଅଧିକାରୀ ହୋଇପାରିବେ ନାହିଁ। ତାଙ୍କ ବ୍ୟତୀତ ପୁରୁଷ ୮୦୦ ମିଟର ଦୌଡ଼ରେ ଏସିଆନ...

ମହିଳା ହକି: ରାଣୀଙ୍କ ଗୋଲରେ ମ୍ୟାଚ ଡ୍ର

ବୁଏନ୍ସ ଆରିଜ, ୨୧।୧(ପି.ଟି.)- ଭାରତୀୟ ମହିଳା ହକି ଦଳ ଏକାଧିକ ପେନାଲ୍ଟି କର୍ନର ସୁଯୋଗ ହାତଛଡ଼ା କରିବା ପରେ ଅଧିନାୟିକା ରାଣୀ ରାମପାଲଙ୍କ ଗୋଲ ବଳରେ...

୧୪୯ରେ ଅଟକିଲା ଦିଲ୍ଲୀ

ମୁମ୍ବାଇ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଏହାକୁ...

ସାଇନା, ପ୍ରଣୟ ପଜିଟିଭ, ପରେ ନେଗେଟିଭ

ବ୍ୟାଙ୍କକ୍‌, ୧୩ା୧ (ପି.ଟି.)-ଭାରତର ଟପ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ସାଇନା ନେହ୍ବାଲ ଓ ଏଚଏସ୍‌ ପ୍ରଣୟଙ୍କର ମଙ୍ଗଳବାର ହୋଇଥିବା କୋଭିଡ୍‌ ଟେଷ୍ଟରେ ଫଳାଫଳ ନେଗେଟିଭ ଆସିଛି। ଫଳରେ...

ଗାଙ୍ଗୁଲି ଆଇସିସି ଚେୟାରମ୍ୟାନ ହେବା ଚାହାନ୍ତି କାନେରିଆ

ନୂଆଦିଲ୍ଲୀ,୭।୬: ଭାରତୀୟ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ନୂଆ ଅଧ୍ୟକ୍ଷ ହେବା ଚାହାନ୍ତି ପାକିସ୍ତାନର ହିନ୍ଦୁ କ୍ରିକେଟର ତଥା ପୂର୍ବତନ...

କୋହଲିଙ୍କୁ ଖାଉଛି ଚିନ୍ତା: କହିଲେ, ଆଶା କରୁଛି ଏମିତି ନ ହେଉ..

ଦୁବାଇ,୧୪।୯: କରୋନା କାରଣରୁ ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟର ସ୍ଥଗିତାଦେଶକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ସେ ଆଶା କରିଛନ୍ତି ଯେ,...

ବକ୍ସିଂ ଡେ’ ଟେଷ୍ଟ: ବିହାରୀଙ୍କ ସ୍ଥାନରେ ଖେଳିପାରନ୍ତି ଜାଡେଜା

ଆଡିଲେଡ୍‌, ୨୨ା୧୨ (ପି.ଟି.)-ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟ ପାଇଁ ରବୀନ୍ଦ୍ର ଜାଡେଜାଙ୍କ ଅଗ୍ରଗତି ଉପରେ ନଜର ରଖିଛି ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ। ମ୍ୟାଚ ପୂର୍ବରୁ...

ବୁମ୍‌ରାଙ୍କୁ ବଣ୍ଡ୍‌ଙ୍କ ପ୍ରଶଂସା

ଦୁବାଇ, ୭ା୧୧ (ପି.ଟି.)-ମୁମ୍ବାଇ ଇଣ୍ଡିଆନ୍ସ ବୋଲିଂ କୋଚ୍‌ ଶେନ ବଣ୍ଡ୍‌ ତାଙ୍କ ଦଳର ମୁଖ୍ୟ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରାଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ବର୍ତ୍ତମାନ...

Advertisement
Archives

Model This Week