Posted inଜାତୀୟ

ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ ସୋମବାର ନୂଆଦିଲ୍ଲୀରେ ଭାରତର ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲାଙ୍କୁ ଭେଟି ଏ ବାବଦରେ କଥା ହୋଇଛନ୍ତି। ଏହାସହ ଦକ୍ଷିଣ ଏସିଆ, ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର, ପଶ୍ଚିମ ଏସିଆରେ ଶାନ୍ତି ଓ ସ୍ଥିରତା ଉପରେ ମଧ୍ୟ ଉଭୟେ ଆଲୋଚନା କରିଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ କରିବା ପରଠାରୁ ଆମେରିକା ଓ ଭାରତ ମଧ୍ୟରେ ଏହା ପ୍ରଥମ ଉଚ୍ଚସ୍ତରୀୟ ବୈଠକ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତିମ ସଂସ୍କାର ପାଇଁ ଏକାସାଙ୍ଗରେ ବାହାରିଲା ୪୧ ମୃତଦେହ

ଭୋପାଳ,୯।୪: ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏଥି ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଅନେକ ସ୍ଥାନରେ...

ସାବରିମାଲା ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ: ୬୦ ଆହତ…

ଥିରୁଭାନନ୍ତପୁରମ୍‌,୨୮।୩ : କେରଳରେ ଏକ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। କୁହାଯାଉଛି ଯେ ତାମିଲନାଡୁରୁ ପ୍ରାୟ ୬୦ ଜଣ ସାବରିମାଲା ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ...

ମଧ୍ୟପ୍ରଦେଶରେ ଆଦିବାସୀ ଯୁବକଙ୍କ ଉପରେ ପରିଶ୍ରା କଲେ ଭାଜପା କର୍ମୀ, ଭିଡିଓ ଭାଇରାଲ

ଭୋପାଳ,୪।୭: ମଧ୍ୟପ୍ରଦେଶ ସିଦ୍ଧରେ ଜଣେ ଭାଜପା ନେତା ଜଣେ ମାନସିକ ବିକୃତ ଯୁବକଙ୍କ ଉପରେ ପରିଶ୍ରା କରୁଥିବା ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଅଭିଯୁକ୍ତ...

ଓଲଟିଲା ମାଛ ଟ୍ରକ୍‌: ଲୋକେ ନେଲେ ବୋହି

ନୂଆଦିଲ୍ଲୀ,୨୨।୧: ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ ଓ୍ବେରେ ବୁଧବାର ଏକ୍‌ ମାଛ ଟ୍ରକ୍‌ ଏବଂ ଟ୍ରଲର ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ମାଛ ବୋଝେଇ ଟ୍ରକ୍‌ଟି ଭାରସାମ୍ୟ ହରାଇ...

କେନ୍ଦ୍ରର ବଡ ନିଷ୍ପତ୍ତି ପଡୋଶୀ ଦେଶରୁ ଆସିଥିବା ସଂଖ୍ୟାଲଘୁଙ୍କୁ ୧୯୯୫ରେ ଆସିଥିବା ଆଇନ ଅନୁଯାୟୀ ଦିଆଯିବ ନାଗରିକତା

ନୂଆଦିଲ୍ଲୀ,୧ ।୧୧: କେନ୍ଦ୍ର ସରକାର ସୋମବାର ପୁଣିଥରେ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନରୁ ଆସିବାକୁ ଥିବା ଓ ଏବେ ଗୁଜରାଟର ଦୁଇଟି ଜିଲାରେ ରହୁଥିବା ହିନ୍ଦୁ,...

ଦିଲ୍ଲୀ ସ୍ଥିତି ଅଣାୟତ: ୩୦୦ରୁ ଅଧିକ ପୋଲିସ ଆହତ, ୨୨ ମାମଲା ରୁଜୁ

ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ ପୋଲିସ ଏବଂ ଅନ୍ନଦାତା ମୁହାଁମୁହିଁ ହୋଇଛନ୍ତି। ଫଳରେ ସ୍ଥିତି ଅଣାୟତ ହେବାରେ ଲାଗିଛି। ଅନ୍ନଦାତାଙ୍କ ସହିତ ଧସ୍ତାଧସ୍ତିରେ ୩୦୦ରୁ ଅଧିକ ପୋଲିସ...

ରାବିଡି ଦେବୀଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ ଐଶ୍ଚର୍ଯ୍ୟା: ଆରଜେଡି ବିଧାୟକ ଥାନାରେ କଲେ ଅଭିଯୋଗ

ପାଟନା,୧୮।୧୨: ବିହାରର ରାଷ୍ଟ୍ରୀୟ ଜନତା ଦଳ (ଆରଜେଡିି) ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଘରେ ପୁଣିଥରେ ହାଇଡ୍ରାମା ଦେଖିବାକୁ ମିଳିଛି। ବିହାରର...

‘ଗଣତନ୍ତ୍ର ପ୍ରତି କଂଗ୍ରେସର ରହିଛି ବିନାଶକାରୀ ମନୋଭାବ’

ନୂଆଦିଲ୍ଲୀ,୨୦।୭: ପ୍ୟାକଡ୍‌ କ୍ଷୀର, ଦହି, ଅଟା, ଚାଉଳ ଇତ୍ୟାଦି ଦୈନନ୍ଦିନ ଆବଶ୍ୟକ ଖାଦ୍ୟ ଉପରେ ଜିଏସ୍‌ଟି ଲାଗୁ ହେବା ପରେ ବିରୋଧୀ ବାରମ୍ବାର କେନ୍ଦ୍ର ସରକାରଙ୍କୁ...

Advertisement
Archives

Model This Week