ଆଠ ପୂର୍ବତନ ଭାରତୀୟ ନୌସେନାଙ୍କ ମୃତ୍ୟୁଦଣ୍ଡାଦେଶ ବିରୋଧରେ ଅପିଲ କଲା ଭାରତ ମିଳିଲା କନସୁଲାର ଆକ୍ସେସ

ଦୋହା,୯।୧୧: ନିକଟରେ କାତାରରେ ଆଠ ଜଣ ଭାରତୀୟ ନୌସେନା କର୍ମଚାରୀଙ୍କୁ ଦିଆଯାଇଥିବା ମୃତ୍ୟୁ ଦଣ୍ଡରେ ଭାରତର ଆଇନ ଟିମ ଏକ ଆବେଦନ କରିଛନ୍ତି। ନିକଟରେ ପୂର୍ବତନ ଦୂତାବାସ କର୍ମଚାରୀଙ୍କୁ ଭେଟିବା ପାଇଁ ଭାରତୀୟ ଦୂତାବାସକୁ ମଧ୍ୟ କନସୁଲାର ସୁବିଧା ଦିଆଯାଇଥିଲା। ଗୁରୁବାର (ନଭେମ୍ବର ୯) ରେ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଏହି ସୂଚନା ଦେଇଛନ୍ତି।
ଅରିନ୍ଦମ ବାଗଚି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ କାତାରରେ ଏକ କୋର୍ଟ ଅଫ ଫାଷ୍ଟ ଇଂଣ୍ଟେଂସ ଅଛି ଯାହା ଅକ୍ଟୋବର ୨୬ରେ ଅଲ-ଦହରା କମ୍ପାନୀର ଆଠ ଜଣ କର୍ମଚାରୀଙ୍କୁ ଏହି ରାୟ ପ୍ରଦାନ କରିଛି। ଏହି ନିଷ୍ପତ୍ତି ଗୋପନୀୟ ଅଟେ ଏବଂ କେବଳ ଆଇନ ଟିମ ସହ ଶେୟାର କରାଯାଇଛି।
ବାଗଚି କହିଛନ୍ତି ଯେ ଲିଗାଲ ଟିମ ଦ୍ୱାରା ଏକ ଆବେଦନ କରାଯାଇଛି। ସେ କହିଛନ୍ତି ଯେ ତାଙ୍କ ଆବେଦନ ଫାଇଲ କରାଯାଇଛି। ଏହି ପ୍ରସଙ୍ଗରେ ଆମେ କାତାର କର୍ତ୍ତୃପକ୍ଷଙ୍କ ସହ ମଧ୍ୟ ଯୋଗାଯୋଗରେ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

ବୈଭବ ସୂର୍ଯ୍ୟବଂଶୀଙ୍କ ଲଢ଼େଇ ଉପରେ ବିସିସିଆଇ ଦେଲା ଏଭଳି ବୟାନ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ’ଏ’ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି, ଯେଉଁଠାରେ ତ୍ରିଦେଶୀୟ ସିରିଜ (ଟ୍ରାଇ-ନେସନ ସିରିଜ) ଖେଳାଯାଉଛି। ଏହି ସିରିଜରେ ଶ୍ରୀଲଙ୍କା ‘ଏ’ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri