Posted inଖେଳ

ବିଜୟଠାରୁ ମାତ୍ର ୪ ଉଇକେଟ୍‌ ଦୂରରେ ଭାରତ

ବିଶାଖାପାଟନମ୍‌,୫।୨: ବିଶାଖାପାଟନମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତ ବିଜୟ ଠାରୁ ମାତ୍ର ୪ ଉଇକେଟ୍‌ ଦୂରରେ ଅଛି। ୩୯୯ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରି ଇଂଲଣ୍ଡ ଚତୁର୍ଥ ଦିନର ଲଞ୍ଚ ପର୍ଯ୍ୟନ୍ତ ଭାରତ ୧୯୪ ରନ୍‌ରେ ୬ ଉଇକେଟ୍‌ ହରାଇଛି। ଇଂଲଣ୍ଡ ଦଳକୁ ବିଜୟ ପାଇଁ ଆହୁରି ୨୦୫ ରନ୍‌ ଆବଶ୍ୟକ। ଏହି ମ୍ୟାଚରେ ଭାରତୀୟ ଦଳ ନିଜର ଦୃ଼ଢତାକୁ ମଜଭୁତ କରିଛି। ତଥାପି ବେନ ଷ୍ଟୋକ୍ସ ଏବଂ ବେନ ଫକ୍ସ କ୍ରିଜରେ ଅଛନ୍ତି। ଚତୁର୍ଥ ଦିନ ଖେଳ ଆରମ୍ଭ ହେବାମାତ୍ରେ ରେହାନ ଅହମ୍ମଦ ଏବଂ ଜାକ କ୍ରଲି ଭଲ ବ୍ୟାଟିଂ ଆରମ୍ଭ କରିଥିଲେ। କିନ୍ତୁ ଅହମ୍ମଦ ୨୩ ରନ୍‌ରେ ଅକ୍ଷର ପଟେଲଙ୍କ ଦ୍ୱାରା ଆଉଟ୍‌ ହୋଇଥିଲା। ଓଲି ଓପ ମଧ୍ୟ ୨୩ ରନ୍‌ରେ ଅଶ୍ୱିନଙ୍କ ଶିକାର ହୋଇଥିଲେ। ଏହାପରେ ଜୋର ରୁଟ୍‌ ମଧ୍ୟ ବେଶୀ ସମୟ କ୍ରିଜ୍‌ରେ ତିଷ୍ଠି ନ ପାରି ୧୬ ରନ୍‌ରେ ଆଉଟ୍‌ ହୋଇଥିଲେ। କ୍ରଲି ଚମତ୍କାର ବ୍ୟାଟିଂ କରୁଥିଲେ ସୁଦ୍ଧା ୭୩ ରନ୍‌ରେ ଆଉଟ୍‌ ହୋଇଥିଲେ।
ଇଂଲଣ୍ଡର ପ୍ରଥମ ଇନିଂସ ୨୫୩ ରନରେ ଶେଷ ହୋଇଥିଲା। ଭାରତ ଦ୍ୱିତୀୟ ଇନିଂସରେ ୨୫୫ ରନ ସଂଗ୍ରହ କରିଥିଲା। ଏହିପରି ଇଂଲଣ୍ଡ ୩୯୯ ରନ୍‌ର ବିଜୟ ଲକ୍ଷ୍ୟ ହାସଲ କରିଛି। ଏହାର ଜବାବରେ ଇଂଲଣ୍ଡ ତୃତୀୟ ଦିନର ଖେଳ ଶେଷ ସୁଦ୍ଧା ଗୋଟିଏ ଉଇକେଟ ହରାଇ ୬୭ ରନ ସଂଗ୍ରହ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri