Posted inଅପରାଧ

ଆତଙ୍କବାଦର ମୁକାବିଲା ପାଇଁ ଭାରତ-ଏସିଆନ ସହମତି…

ନାମପେହ୍ନ,୧୨।୧୧ : ଉପରାଷ୍ଟ୍ରପତି ଜଗଦୀପ ଧନକର ଏସିଆ-ଭାରତ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ କାମ୍ବୋଡିଆର ରାଜଧାନୀ ନାମପେହ୍ନରେ ଭିଏତନାମର ପ୍ରଧାନମନ୍ତ୍ରୀ ଫାମ ମିନି ସାଇନଙ୍କ ସହିତ ଦ୍ୱିପାକ୍ଷିକ ବୈଠକରେ ଯୋଗଦେଇଛନ୍ତି। ଏହା ପରେ ଜାରି ହୋଇଥିବା ମିଳିତ ବିବୃତ୍ତିରେ ଉଭୟ ପକ୍ଷ ଅପରାଧ, ଆତଙ୍କବାଦ ଏବଂ ସୁରକ୍ଷା ତଥା ଅନ୍ୟାନ୍ୟ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବାକୁ ଘୋଷଣା କରିଛନ୍ତି।

ଭାରତ-ଏସିଆନ ଶିଖର ସମ୍ମିଳନୀ ପରେ ଜାରି କରାଯାଇଥିବା ବିସ୍ତୃତ ରଣନୀତିକ ଭାଗିଦାରୀ ଉପରେ ମିଳିତ ବିବୃତ୍ତିରେ କୁହାଯାଇଛି ଯେ ଅନ୍ତର୍ଜାତୀୟ ଅର୍ଥନୈତିକ ଅପରାଧ ତଥା ମନି ଲଣ୍ଡରିଂ, ସାଇବର ଅପରାଧ, ଡ୍ରଗ୍ସ ଏବଂ ମାନବ ଚାଲାଣ, ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ଆଦି ବିରୋଧରେ ସହଯୋଗ ବୃଦ୍ଧି କରାଯିବ। ଏହା ସହିତ ଭାରତ-ପ୍ରଶାନ୍ତ ମହାସାଗରରେ ଶାନ୍ତି, ସ୍ଥିରତା, ସାମୁଦ୍ରିକ ସୁରକ୍ଷା ଏବଂ ନିରାପତ୍ତା, ନାଭିଗେଶନ ସ୍ବାଧୀନତା ଏବଂ ଓଭରଫ୍ଲାଇଟ ବଜାୟ ରଖିବା ଏବଂ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri