Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନାଗପୁର,୯।୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ ଆଜିଠାରୁ ନାଗପୁରରେ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଉଭୟ ଦଳ ବିଜୟ ସହ ସିରିଜ ଆରମ୍ଭ କରିବାକୁ ଚାହାଁନ୍ତି। ଯଦି ଭାରତ ଏହି ସିରିଜ ହାରିଯାଏ, ତେବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରୁ ବାଦ୍‌ ପଡିବ। ଏଥି ସହିତ ଅଷ୍ଟ୍ରେଲିଆ ଯଦି ୪-୦ ବ୍ୟବଧାନରେ ହାରିଯାଏ ତେବେ ଅନ୍ତିମ ଦୌଡ଼ରୁ ବାଦ ପଡିପାରେ। ବର୍ତ୍ତମାନ ଉଭୟ ଦଳ ଫାଇନାଲ ପାଇଁ ଦୌଡ଼ରେ ରହିଛନ୍ତି।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଫେବୃଆରୀ ୯ ଅର୍ଥାତ୍‌ ଗୁରୁବାର ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ସକାଳ ୯.୩୦ରୁ ଖେଳାଯିବ। ଟସ ସକାଳ ୯ଟାରେ ହେବ। ଷ୍ଟାର ସ୍ପୋର୍ଟସ ନେଟୱାର୍କ ଭାରତ ଏବଂ ଅଷ୍ଟ୍ରେଲିଆ ଟେଷ୍ଟ ସିରିଜର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଦେଶର ଅନ୍ୟ ଭାଷାରେ କମେଣ୍ଟ୍ରି ଏହି ମ୍ୟାଚ ଦେଖିହେବ। ଏହି ମ୍ୟାଚର ଲାଇଭ-ଷ୍ଟ୍ରିମିଂ ଭାରତର ହଟଷ୍ଟାର ଆପରେ ଦେଖିବାକୁ ମିଳିବ। ଏହି ମ୍ୟାଚର ଲାଇଭ ଟେଲିକାଷ୍ଟକୁ ଜିଓ ଟିଭିରେ ଦେଖିପାରିବେ। ଏଥିପାଇଁ କୌଣସି ଶୁଳ୍କ ପଡିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri