Posted inଖେଳ

ଶୁକ୍ରବାରଠାରୁ ଦିଲ୍ଲୀରେ ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ…

ନୂଆଦିଲ୍ଲୀ,୧୬।୨ : ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ନାଗପୁରରେ ୧୩୨ ରନ ଏବଂ ଏକ ଇନିଂସରେ ପରାସ୍ତ କରି ଭାରତୀୟ ଦଳ ଏକ ବଡ଼ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ଏକ ଅଲରାଉଣ୍ଡର ପ୍ରଦର୍ଶନ କରିଥିଲା। ଯେଉଁଥିପାଇଁ ଦଳ ଅଷ୍ଟ୍ରେଲିଆକୁ ଅତି ସହଜରେ ପରାସ୍ତ କରିବାରେ ସକ୍ଷମ ହୋଇଥିଲା।

ପ୍ରଥମ ମ୍ୟାଚରେ ରବିନ୍ଦ୍ର ଜାଡେଜା, ଅଶ୍ୱିନ, ଅକ୍ଷର ପଟେଲ ନିଜର ଚମତ୍କାର ପ୍ରଦର୍ଶନ କରିଥିଲେ। ବର୍ତ୍ତମାନ ଦ୍ୱିତୀୟ ମ୍ୟାଚ ଫେବୃଆରୀ ୧୭ ଶୁକ୍ରବାରଠାରୁ ଦିଲ୍ଲୀରେ ହେବାକୁ ଯାଉଛି। ପ୍ରଥମ ମ୍ୟାଚରେ ବିରାଟ କୋହଲି ଆଖି ଦୃଶିଆ ବ୍ୟାଟିଂ କରି ନ ଥିଲେ। ଏବେ ପ୍ରଶଂସକ ଆଶା କରୁଛନ୍ତି ଯେ ବିରାଟ କୋହଲି ତାଙ୍କ କମାଲ ଦେଖାଇବେ।
ପ୍ରଥମ ଟେଷ୍ଟ ମ୍ୟାଚରେ ଜିତିବା ପରେ ଟିମ୍‌ ଥଣ୍ଡିଆର ମନୋବଳ ଦୃଢ଼ ହୋଇଛି। ଦ୍ୱିତୀୟ ଟେଷ୍ଟରେ ଭଲ ପ୍ରଦର୍ଶନ ପାଇଁ ଦଳ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି।…

ପାକିସ୍ତାନ କ୍ରିକେଟରେ ଝଡ଼: ଇଂଲଣ୍ଡରେ ଲଜ୍ଜାଜନକ ପରାଜୟ ପରେ ଏହି ଖେଳାଳି ଛାଡ଼ିଲେ…

ନୂଆଦିଲ୍ଲୀ,୧।୯: ପାକିସ୍ତାନ କ୍ରିକେଟରେ ସମସ୍ୟା କମିବାର ନାଁ ନେଉନାହିଁ। ଇଂଲଣ୍ଡ ବିପକ୍ଷ ସିରିଜ ମଧ୍ୟରେ ଦଳକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦିଗ୍ଗଜ କ୍ରିକେଟର୍‌ ମିସବାହ-ଉଲ-ହକ…

ଚାଞ୍ଚଲ୍ୟ…ସିଗାରେଟ୍ ଜଳାଇବାକୁ ମାଗିରେ ଦିଆସିଲି, ମନା କରିବାରୁ….

ନୂଆଦିଲ୍ଲୀ,୧।୯: ଦିଆସିଲି ମାଗିବାକୁ ନେଇ ଆରମ୍ଭ ହୋଇଥିବା ସାମାନ୍ୟ ବଚସା ଶେଷରେ ନେଇଗଲା ଜଣଙ୍କ ଜୀବନ। ଆନ୍ଧ୍ରପ୍ରଦେଶର ବାପଟଲା ଜିଲା ବେମୁରୁ ମଣ୍ଡଳର ୱେଲାବାଡୁ ଗାଁରେ ଘଟିଛି…

ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ

ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri