Posted inଖେଳ

ଓଟିଟିରେ ସବୁ ରେକର୍ଡ ଭାଙ୍ଗିଲା ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌

ଅହମ୍ମଦାବାଦ୍‌,୧୯।୧୧: ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ମୁକାବିଲା ପରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ ଉପରେ ପୁରା ଦୁନିଆର ଆଖି ରହିଛି। ଓଟିଟିରେ ୪.୪ କୋଟି ଲାଇଭ ୟୁଜର୍ସଙ୍କ ରେକର୍ଡ ଥିଲା, କିନ୍ତୁ ଏହି ମ୍ୟାଚରେ ଏହି ରେକର୍ଡ ଭାଙ୍ଗିଯାଇଛି। ଏହାପୂର୍ବରୁ ଅକ୍ଟୋବର ୧୪ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ମ୍ୟାଚରେ ଲାଇଭ ଦର୍ଶକଙ୍କ ସଂଖ୍ୟା ୩.୫ କୋଟିରେ ପହଞ୍ଚିଥିଲା।
ଓଟିଟି ଆପରେ ଏହି ଫାଲନାଲ ମ୍ୟାଚ ଆରମ୍ଭ ହେବାର ମାତ୍ର ୧୫ ମିନିଟ ମଧ୍ୟରେ ୫.୩ କୋଟି ଦର୍ଶକ ଲାଇଭରେ ଯୋଗ ଦେଇଥିଲେ। ମ୍ୟାଚ ଆରମ୍ଭର ୧୮ତମ ମିନିଟରେ ଲାଇଭ ୟୁଜର୍ସଙ୍କ ସଂଖ୍ୟା ୫.୧ କୋଟି ଅତିକ୍ରମ କରିଥିଲା। ଏହି ସମୟରେ ରୋହିତ ଶର୍ମା ଏହି ମ୍ୟାଚର ପ୍ରଥମ ଛକା ମାରିଥିଲେ। ଏହା ପରେ ତୁରନ୍ତ ରୋହିତ ଏକ ଚାରିଟି ମାରିଲେ।
ଏହାପୂର୍ବରୁ ଦକ୍ଷିଣ ଆଫ୍ରିକା ଏବଂ ଭାରତ ମଧ୍ୟରେ ହୋଇଥିବା ମ୍ୟାଚରେ ୫.୩ କୋଟି ଦର୍ଶକ ଲାଇଭ ଥିଲେ, ଯାହାକି ଏହି ମ୍ୟାଚରେ ଭାଙ୍ଗି ଯାଇଥିଲା। ମ୍ୟାଚର ୨୨ ମିନିଟରେ ଶୁଭମାନ ଗିଲ ଆଉଟ ହେବା ପରେ ବିରାଟ କୋହଲି ଆସିଥିଲେ। ରୋହିତ ଶର୍ମା ଧରାପଡିବା ପରେ ଦର୍ଶକଙ୍କ ସଂଖ୍ୟା ୫.୫ କୋଟିରେ ପହଞ୍ଚିଥିଲା, ଯାହା ଏକ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri