Posted inଖେଳ

ଓଟିଟିରେ ସବୁ ରେକର୍ଡ ଭାଙ୍ଗିଲା ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌

ଅହମ୍ମଦାବାଦ୍‌,୧୯।୧୧: ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ମୁକାବିଲା ପରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ ଉପରେ ପୁରା ଦୁନିଆର ଆଖି ରହିଛି। ଓଟିଟିରେ ୪.୪ କୋଟି ଲାଇଭ ୟୁଜର୍ସଙ୍କ ରେକର୍ଡ ଥିଲା, କିନ୍ତୁ ଏହି ମ୍ୟାଚରେ ଏହି ରେକର୍ଡ ଭାଙ୍ଗିଯାଇଛି। ଏହାପୂର୍ବରୁ ଅକ୍ଟୋବର ୧୪ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ମ୍ୟାଚରେ ଲାଇଭ ଦର୍ଶକଙ୍କ ସଂଖ୍ୟା ୩.୫ କୋଟିରେ ପହଞ୍ଚିଥିଲା।
ଓଟିଟି ଆପରେ ଏହି ଫାଲନାଲ ମ୍ୟାଚ ଆରମ୍ଭ ହେବାର ମାତ୍ର ୧୫ ମିନିଟ ମଧ୍ୟରେ ୫.୩ କୋଟି ଦର୍ଶକ ଲାଇଭରେ ଯୋଗ ଦେଇଥିଲେ। ମ୍ୟାଚ ଆରମ୍ଭର ୧୮ତମ ମିନିଟରେ ଲାଇଭ ୟୁଜର୍ସଙ୍କ ସଂଖ୍ୟା ୫.୧ କୋଟି ଅତିକ୍ରମ କରିଥିଲା। ଏହି ସମୟରେ ରୋହିତ ଶର୍ମା ଏହି ମ୍ୟାଚର ପ୍ରଥମ ଛକା ମାରିଥିଲେ। ଏହା ପରେ ତୁରନ୍ତ ରୋହିତ ଏକ ଚାରିଟି ମାରିଲେ।
ଏହାପୂର୍ବରୁ ଦକ୍ଷିଣ ଆଫ୍ରିକା ଏବଂ ଭାରତ ମଧ୍ୟରେ ହୋଇଥିବା ମ୍ୟାଚରେ ୫.୩ କୋଟି ଦର୍ଶକ ଲାଇଭ ଥିଲେ, ଯାହାକି ଏହି ମ୍ୟାଚରେ ଭାଙ୍ଗି ଯାଇଥିଲା। ମ୍ୟାଚର ୨୨ ମିନିଟରେ ଶୁଭମାନ ଗିଲ ଆଉଟ ହେବା ପରେ ବିରାଟ କୋହଲି ଆସିଥିଲେ। ରୋହିତ ଶର୍ମା ଧରାପଡିବା ପରେ ଦର୍ଶକଙ୍କ ସଂଖ୍ୟା ୫.୫ କୋଟିରେ ପହଞ୍ଚିଥିଲା, ଯାହା ଏକ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri