Posted inଖେଳ

ହାତରେ କଳା ଫିତା, ଖାଲି ପାଦରେ ପଡିଆକୁ ଆସିଲେ ଖେଳାଳି

ସିଡନୀ,୨୭।୧୧: କରୋନା ମହାମାରୀ ଭିତରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁପ୍ରତିକ୍ଷୀତ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଦୀର୍ଘ ୯ ମାସ ପରେ ଭାରତୀୟ ଦଳ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ପଡିଆକୁ ଓହ୍ଲାଇଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆର ପୂର୍ବତନ ମହାନ ଖେଳାଳି ଡିନ୍‌ ଜୋନ୍ସଙ୍କୁ ସମ୍ମାନ ଜଣାଇବା ପାଇଁ ମ୍ୟାଚ୍‌ ପୂର୍ବରୁ ଖେଳାଳିମାନେ ଏମ ମିନିଟ୍‌ ନୀରବ ପ୍ରାର୍ଥନା କରିବା ସହ କଳା ଫିତା ପିନ୍ଧି ପଡିଆକୁ ଓହ୍ଲାଇଛନ୍ତି। ସେହିପରି ଅଷ୍ଟ୍ରେଲିଆ ଖେଳାଳିମାନେ ନିଜ ଦେଶବାସୀଙ୍କ ଯୋଗଦାନକୁ ଖାସ୍‌ ସମ୍ମାନ ଦେବା ପାଇଁ ଖାଲି ପାଦରେ ପଡିଆକୁ ଓହ୍ଲାଇଥିଲେ। ସୂଚନାଯୋଗ୍ୟ, ଡିନ୍‌ ଜୋନ୍ସ ଗତ ସେପ୍ଟେମ୍ବର ୨୪ରେ ଆଇପିଏଲ୍‌ କମେଣ୍ଟ୍ରି କରୁଥିବା ସମୟରେ ପରଲୋକ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri