Posted inଖେଳ

ଏପରି ଟି-ଶର୍ଟ ପିନ୍ଧି ଟ୍ରୋଲ ହେଲେ ବିରାଟ କୋହଲି

ଆଇପିଏଲ୍‌ ୨୦୨୦ ଶେଷ ହେବା ପରେ ଇଣ୍ଡିଆ ଟିମ୍‌ ଏବେ ଅଷ୍ଟ୍ରେଲିଆରେ ଅଛନ୍ତି। ସେଠାରେ ସମସ୍ତ ଖେଳାଳି କ୍ୱାରାଣ୍ଟାଇନ୍‌ ପିରିୟଡ୍‌ରେ ରହି ଖେଳ ଅଭ୍ୟାସ କରୁଛନ୍ତି। ଏହି ଅବସରରେ ଅଧିନାୟକ ବିରାଟ କୋହଲିଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଏହି ଫଟୋରେ ବିରାଟ ପ୍ରେସ୍‌ ହୋଇ ନ ଥିବା ଏକ ଟି-ଶର୍ଟ ପିନ୍ଧି ସୋଫା ଉପରେ ବସିଥିବାର ଦେଖିବାକୁ ମିଳୁଛି। ଏହି ଫଟୋକୁ ନିଜେ କୋହଲି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। କ୍ୟାପଶନରେ ଲେଖିଛନ୍ତି, କ୍ୱାରାଣ୍ଟାଇନ ପିରିୟଡ୍‌- ପ୍ରେସ୍‌ ହୋଇ ନ ଥିବା ଟି-ଶର୍ଟ, ଆରାମଦାୟକ ବିଛଣା ଏବଂ ଭଲ ସିରିଜ୍‌। ବିରାଟଙ୍କ ଏହି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ଦେଖିବା ପରେ ପ୍ରଶଂସକମାନେ କୋହଲିଙ୍କୁ ଟ୍ରୋଲ କରିବା ଆରମ୍ଭ କରିଦେଇଛନ୍ତି। ସ୍ତ୍ରୀ ଅନୁଷ୍କା ଶର୍ମାଙ୍କଠାରୁ ଦୂରରେ ରହି ତାଙ୍କର ଏପରି ଅବସ୍ଥା ହୋଇଯାଇଛି ବୋଲି ଜଣେ ପ୍ରଶଂସକ କହୁଛନ୍ତି। ଅନ୍ୟଜଣେ ପ୍ରଶଂସକ ଲେଖିଛନ୍ତି, ବିଦ୍ୟୁତ୍‌ ବଞ୍ଚାଇବା ପାଇଁ ବିରାଟ ଟି-ଶର୍ଟ ପ୍ରେସ୍‌ କରି ନାହାନ୍ତି।
ଦୁବାଇରେ ବିରାଟଙ୍କ ସହ ପୁରା ଆଇପିଏଲ୍‌ ସିଜିନ୍‌ ରହିବା ପରେ ଅନୁଷ୍କା ଏବେ ସ୍ବାମୀଙ୍କଠାରୁ ଦୂରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri