Posted inଜାତୀୟ

୨ ବର୍ଷ ପରେ ଭାରତରୁ ବାଂଲାଦେଶ ଗଡିବ ଟ୍ରେନ

ନୂଆଦିଲ୍ଲୀ,୨୯।୫: ଦୀର୍ଘ ୨ ବର୍ଷ ପରେ ରବିବାରଠୁ ପୁଣି ଭାରତ ଓ ବାଂଲାଦେଶ ମଧ୍ୟରେ ଟ୍ରେନ ସେବା ଆରମ୍ଭ ହେବାକୁ ଯାଉଛି । କୋରୋନା ମହାମାରୀ ଯୋଗୁ ଏହି ସେବା ବନ୍ଦ ଥିବା ବେଳେ ଆଜିଠୁ ଆରମ୍ଭ ହେବାକୁ ଯାଉଛି। ଏ ନେଇ ଶନିବାର ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉଭୟ ଭାରତ ଏବଂ ବାଂଲାଦେଶରେ ଯାତ୍ରୀ ଏବେ ଯାତ୍ରା କରିପାରିବେ।
ଦୁଇ ଦେଶ ମଧ୍ୟରେ ଏହି ଟ୍ରେନ ସେବା ଆରମ୍ଭ ହେବା ପରେ କୋଲକାତା-ଢାକା-କୋଲକାତା ମୈତ୍ରୀ ଏକ୍ସପ୍ରେସ, କୋଲକାତା-ଖୁଲନା-କୋଲକାତା ବନ୍ଧନ ଏକ୍ସପ୍ରେସ ଟ୍ରେନ ମଧ୍ୟ ଆଜିଠୁ ଗଡିବ । ଭାରତ ଓ ବାଂଲାଦେଶ ଟ୍ରେନ ସେବାର ୩ୟ ଟ୍ରେନ ମୈତ୍ରୀ ଏକ୍ସପ୍ରେସଆସନ୍ତା ଜୁନ ୧ ତାରିଖରୁ ଚାଲିବ । ଯାତ୍ରୀ ଟ୍ରେନ୍‌ ଟିକେଟ୍‌ କରିସାରିଥିବା ବେଳେ ଟିକେଟ୍‌ ବିକ୍ରି ମଧ୍ୟ ଗତ କିଛି ଦିନ ପୂର୍ବରୁ ଆରମ୍ଭ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri