Posted inଖେଳ

ଭାରତ-ବାଂଲାଦେଶ ମହିଳା ଏକଦିବସୀୟ ସିରିଜର ଶେଷ ମ୍ୟାଚ ଟାଇ…

ଢାକା,୨୨।୭ : ଭାରତ ଏବଂ ବାଂଲାଦେଶ ମହିଳା କ୍ରିକେଟ ଦଳ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଢାକାରେ ଖେଳା ଯାଇଥିବା ଶେଷ ମ୍ୟାଚ ଟାଇରେ ଶେଷ ହୋଇଛି। ତିନି ମ୍ୟାଚ ବିଶିଷ୍ଟ ସିରିଜ ୧-୧ରେ ଶେଷ ହୋଇଛି। ଫଳରେ ଟ୍ରଫିକୁ ଉଭୟ ଦଳ ମଧ୍ୟରେ ବାଣ୍ଟିବାକୁ ପଡିଛି। ଶେଷ ମ୍ୟାଚରେ ବାଂଲାଦେଶ ଟସ ଜିତି ବ୍ୟାଟିଂ ପ୍ରଥମେ ଫର୍ଗାନା ହକଙ୍କ ଶତକ ଆଧାରରେ ୨୨୫ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତୀୟ ଦଳ ୨୨୫ ରନ ସ୍କୋର କରିଥିଲା। ଫଳରେ ମ୍ୟାଚ ଟାଇରେ ଶେଷ ହୋଇଥିଲା।

ଭାରତ ଏବଂ ବାଂଲାଦେଶ ମଧ୍ୟରେ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚରେ ଶେଷ ଚାରିଟି ବଲରେ ଭାରତକୁ ଜିତିବା ପାଇଁ ଗୋଟିଏ ରନ ଆବଶ୍ୟକ ଥିଲା। କିନ୍ତୁ ମେଘନା ସିଂ ୱିକେଟ କିପରଙ୍କୁ କ୍ୟାଚ ଦେଇଥିଲେ ଏବଂ ଟିମ ଇଣ୍ଡିଆ ମ୍ୟାଚ ଜିତି ପାରି ନ ଥିଲା। ଏହା ସହ ଭାରତ ମଧ୍ୟ ସିରିଜ ଜିତିବାର ସୁଯୋଗ ହରାଇଥିଲା। ବର୍ଷା ଯୋଗୁ ସମୟ ନଷ୍ଟ ଶେଷ ହୋଇଯାଇଥିଲା। ଅଫିସିଆଲ ଟାଇମ ଆଉଟ ଯୋଗୁ ସୁପର ଓଭର ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri