Posted inଖେଳ

ଅଷ୍ଟ୍ରେଲିଆକୁ ମ୍ୟାଚ୍‌ ଜିତାଇ ଦେଲେନି

ସିଡନୀ,୧୧।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ ବିନା ହାର୍‌ ଜିତ୍‌ରେ ଶେଷ ହୋଇଛି। ୪୦୭ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରି ଭାରତୀୟ ବ୍ୟାଟ୍ସମ୍ୟାନ୍‌ ହାର୍‌ ନ ମାନି ମ୍ୟାଚ୍‌କୁ ଡ୍ର’ କରିବାରେ ସକ୍ଷମ ହୋଇଥିଲେ। ଫଳରେ ସିରିଜ୍‌ ୧-୧ରେ ବରାବର ରହିଛି। ଶେଷ ଦୁଇଟି ସେସନରେ ଆର୍‌ ଅଶ୍ୱିନ୍‌ ଏବଂ ହନୁମା ବିହାରୀ କ୍ରିଜ୍‌ରେ ପାଚେରୀ ଭଳି ଛିଡା ହୋଇଥିଲେ। ଦୁହେଁ ଅର୍ଦ୍ଧଶତକୀୟ ଭାଗିଦାରୀ କରିଥିଲେ। ଶେଷ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ବିଜୟ ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଘରୋଇ ଦଳକୁ ଜିତାଇ ଦେଇ ନ ଥିଲେ। ଭାରତ ପକ୍ଷରୁ ରିଷଭ ପନ୍ତ ଏବଂ ଚେତେଶ୍ୱର ପୂଜାରା ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ସେହିପରି ଶୁଭମାନ ଗିଲ (୩୧), ରୋହିତ ଶର୍ମା (୫୨), ଅଜିଙ୍କ୍ୟ ରାହାଣେ (୪), ରିଷଭ ପନ୍ତ (୯୭) ଏବଂ ଚେତେଶ୍ୱର ପୂଜାରା (୭୭) ରନ୍‌ କରିଥିଲେ। ଅଷ୍ଟ୍ରେଲିଆ ପାଇଁ ଜୋସ ହେଜଲେଉଡ ଏବଂ ନାଥାନ ଲିଅନ ଦ୍ୱିତୀୟ ଇନିଂସରେ ୨-୧ ଉଇକେଟ ନେଇଥିଲେ। ପ୍ୟାଟ କମିନ୍ସ ୧ ଉଇକେଟ ନେଇଥିଲେ। ଜାନୁଆରୀ ୧୫ରୁ ବ୍ରିସବେନ୍‌ରେ ତୃତୀୟ ଟେଷ୍ଟ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଟିମ ଇଣ୍ଡିଆ: ବିଶ୍ୱରେ ସୃଷ୍ଟି କଲା ନୂଆ ରେକର୍ଡ, ଅଷ୍ଟ୍ରେଲିଆ-ଇଂଲଣ୍ଡ ପଡିଲେ ପଛରେ…

ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

IPL ୨୦୨୭ରେ ଖେଳିବେ କି ନାହିଁ ଧୋନୀ? ଶେଷରେ ଦେଲେ ବଡ଼ ବୟାନ, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ, ୨୫।୧୦: IPL ୨୦୨୭ରେ ଖେଳିବେ କି ନାହିଁ ଏମଏସ ଧୋନୀ? ନିଜେ ନେଇପାରୁନାହାନ୍ତି ନିଷ୍ପତ୍ତି। ଧୋନୀ କହିଛନ୍ତି ଯେ ଡିସେମ୍ବର ମାସ ପୂର୍ବରୁ ସେ ନିଜ…

ନମନ ଧୀର ଆସିବା ପରେ ଟିମ ଇଣ୍ଡିଆରୁ ବାଦ ପଡ଼ିପାରନ୍ତି ଏହି ୩ ଷ୍ଟାର୍‌ ଖେଳାଳି, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୫।୧୦: ଟିମ ଇଣ୍ଡିଆକୁ ଏମିତି ଜଣେ ଫିନିଶର ମିଳିଯାଇଛନ୍ତି, ଯିଏ ଶେଷ ଓଭରଗୁଡ଼ିକରେ ନିଜ ଦମରେ ମ୍ୟାଚର ମୋଡ଼ ବଦଳାଇ ପାରିବେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?