Posted inଖେଳ

ବାଂଲାଦେଶ ହାତରୁ ବିଜୟ ଛଡାଇ ଆଣିଲା ଭାରତ

ଆଡିଲେଡ,୨।୧୧: ଆଡିଲେଡ ଓଭାଲରେ ଖେଳାଯାଇଥିବା ଟି-୨୦ ବିଶ୍ୱକପର ୩୫ତମ ମ୍ୟାଚରେ ଟିମ ଇଣ୍ଡିଆ ବାଂଲାଦେଶକୁ ୫ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ୬ ପଏଣ୍ଟ ପାଇ ସେମିଫାଇନାଲ ଆଡକୁ ଦୃଢ ଅଗ୍ରସର ନେଇଛି। ଭାରତ ପ୍ରଥମେ ଖେଳି ୨୦ ଓଭରରେ ୬ ଉଇକେଟ ହରାଇ ୧୮୪ ରନ କରିଥିଲା। ତେବେ ବର୍ଷା ହେତୁ ବାଂଲାଦେଶକୁ ୧୬ ଓଭରରେ ୧୫୧ ରନ ମିଳିଥିଲା। ଏକଦା ଭାରତ ମ୍ୟାଚ୍‌ରେ ପରାଜୟ ଆଡକୁ ଯାଉଥିବାବେଳେ ବୋଲରଙ୍କ ସଠିକ୍‌ ବୋଲିଂ ଯୋଗୁ ବାଂଲାଦେଶ ହାତରୁ ବିଜୟ ଛଡାଇ ଆଣିଥିଲା ଭାରତ। ଏହାର ଜବାବରେ ବାଂଲାଦେଶ ଦଳ ୧୪୫ ରନ ସ୍କୋର କରିପାରିଥିଲା। ଓପନର ଲିଟନ ଦାସ ବାଂଲାଦେଶ ପାଇଁ ମାତ୍ର ୨୭ ବଲରେ ୬୦ ରନ ସଂଗ୍ରହ କରିଥିଲେ, କିନ୍ତୁ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ତାଙ୍କୁ ସମର୍ଥନ କରି ନ ଥିଲେ। ଭାରତ ପାଇଁ ଅର୍ଶଦୀପ ସିଂ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଦୁଇଟି ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri