Posted inଖେଳ

ଆୟର୍ଲାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ଜିତିଲା ଭାରତ

ଡବଲିନ୍‌,୧୯।୮: ପ୍ରଥମ ଟି -୨୦ ମ୍ୟାଚରେ ଭାରତ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶୁକ୍ରବାର ଖେଳାଯାଇଥିବା ଏହି ମ୍ୟାଚରେ ଆୟର୍ଲାଣ୍ଡ ୨ ରନ୍‌ର ପରାଜୟର ସାମ୍ନା କରିବାକୁ ପଡିଛି। ତେବେ ଜସପ୍ରୀତ ବୁମ୍‌ରାଙ୍କ ନେତୃତ୍ୱରେ ଭାରତୀୟ ଦଳ ୩ଟି -୨୦ ସିରିଜରେ ୧-୦ରେ ଆଗୁଆ ରହିଛି। ମ୍ୟାଚ ଜିତିବା ପାଇଁ ଭାରତୀୟ ଦଳ ସାମ୍ନାରେ ୧୪୦ ରନ ଲକ୍ଷ୍ୟ ଥିଲା, କିନ୍ତୁ ବର୍ଷା ହେତୁ ଖେଳ ପୂରା ହୋଇପାରିନଥିଲା। ବର୍ଷା ହେତୁ ଖେଳ ବନ୍ଦ ହେବା ବେଳକୁ ଟିମ ଇଣ୍ଡିଆ ୬.୫ ଓଭରରେ ୨ ଉଇକେଟ୍‌ରେ ୪୭ ରନ୍‌ ସଂଗ୍ରହ କରିଥିଲା। ଏହା ପରେ ଖେଳ ଆଉ ଆରମ୍ଭ ହୋଇପାରିଲନାହିଁ। ତେବେ ଡକ୍ୱର୍ଥ-ଲୁଇସ ନିୟମ ଦ୍ୱାରା ଭାରତୀୟ ଦଳ ମ୍ୟାଚ ଜିତିଛି।

ଏହି ମ୍ୟାଚରେ ଚମତ୍କାର ବୋଲିଂ କରିଥିବା ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍‌ରାଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ ଭାବରେ ମନୋନୀତ କରାଯାଇଛି। ଜସପ୍ରୀତ ୪ ଓଭରରେ ୨୪ରନ ଦେଇ ୨ ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନକୁ ରାସ୍ତା ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?