Posted inଖେଳ

ମହିଳା ଏସୀୟ ହକି: ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ଚାମ୍ପିଅନ୍

ନୂଆଦିଲ୍ଲୀ,୨୦।୧୧: ବିହାରରେ ଅନୁଷ୍ଠିତ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ୨୦୨୪ରେ ଫାଇନାଲରେ ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ବିଜୟୀ ହୋଇଛି। ମ୍ୟାଚର ଏକମାତ୍ର ଗୋଲ ଦୀପିକା ଭାରତ ପାଇଁ ତୃତୀୟ କ୍ୱାର୍ଟରରେ କରିଥିଲେ। ଏହି ଗୋଲଟି ପେନାଲଟି କର୍ଣ୍ଣରରୁ ଆସିଥିଲା। ଏହାପୂର୍ବରୁ ଦୀପିକା ଏକ ପେନାଲଟି କର୍ଣ୍ଣରରେ ବିଫଳ ହୋଇଥିଲେ ମଧ୍ୟ ଆଉ ଏକ ସୁଯୋଗକୁ ହାତଛଡ଼ା ନ କରି ଗୋଲ କରିଥିଲେ। ଲଗାତାର ଦ୍ୱିତୀୟଥର ପାଇଁ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିବାର ସକ୍ଷମ ହୋଇଛି। ଯେତେବେଳେ କି କୋଚ୍ ହରେନ୍ଦ୍ର ସିଂହଙ୍କ ନେତୃତ୍ୱରେ ଦଳ ପାଇଁ ଏହା ପ୍ରଥମ ଟ୍ରଫି।

ସ୍କୋରଲାଇନ୍ ଏହା ଦର୍ଶାଉଛି ଯେ ଏହି ମ୍ୟାଚ୍ ଏକ କଡ଼ା ପ୍ରତିଯୋଗିତାପୂର୍ଣ୍ଣ ଥିଲା । ପ୍ରତ୍ୟେକ ମୁକାବିଲା ପରି, ତୃତୀୟ କ୍ୱାର୍ଟରରେ ଭାରତ ଗିଅର୍ ବଦଳାଇ ମ୍ୟାଚ୍ ନିୟନ୍ତ୍ରଣକୁ ନେଇଥିଲା। ତେବେ ଭାରତ ପାଇଁ ଏହି ମ୍ୟାଚ୍ ସହଜ କରିଥିବାରୁ ଏହାର ଶ୍ରେୟ ଚାଇନାକୁ ଯିବ। ଦୀପିକା ଟୁର୍ନାମେଣ୍ଟ ଯୋଗ୍ୟତା ପର୍ଯ୍ୟାୟରେ ୧୧ ଗୋଲ ଦେଇ ଟେବୁଲର ଶୀର୍ଷରେ ରହିଥିଲେ ଏବଂ ପ୍ଲେୟାର ଅଫ୍ ଟୁର୍ନାମେଣ୍ଟ ପୁରସ୍କାର ପାଇଥିଲେ। ଏଥିସହିତ ଫାଇନାଲ ମୁକାବିଲାରେ ମଧ୍ୟ ସେ ଭାରତ ପାଇଁ ମ୍ୟାଚର ଏକମାତ୍ର ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…

ରିଙ୍କୁଙ୍କୁ ମିଳିଲା ସରକାରୀ ଚାକିରି, ଏତେ ପାଇବେ ଦରମା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କୁ ସରକାରୀ ଚାକିରି ମିଳିଛି। ରିଙ୍କୁଙ୍କ ପାଇଁ ଏକାସାଙ୍ଗରେ ଦୁଇଟି ବଡ଼ ଖବର ଆସିଛି। କାରଣ ସେ ନିକଟରେ କୋଲକାତା ନାଇଟ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri