Posted inଖେଳ

ଦିନିକିଆରେ ନଂ-୧ ଟିମ୍‌ ହେଲା ଭାରତ

ନୂଆଦିଲ୍ଲୀ,୨୫।୧: ନୂତନ ବର୍ଷ ଆରମ୍ଭରୁ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରୁଛି ଭାରତୀୟ କ୍ରିକେଟ ଟିମ୍‌। ପ୍ରଥମେ ଭାରତ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜକୁ ୩-୦ରେ କ୍ଲିନ ସୁଇପ୍‌ କରିଥିଲା। ଏବେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜକୁ ମଧ୍ୟ ଜିତି ନେଇଛି। ଏଥିସହ ଭାରତ ଦିନିକିଆ ଆଇସିସି ର଼୍ୟାଙ୍କିଂର ଶୀର୍ଷ(୧ନଂ) ସ୍ଥାନ ଦଖଲ କରିଛି।

ଅନ୍ତିମ ଦିନିକିଆ ପୂର୍ବରୁ ଦଳ ୧୧୩ ପଏଣ୍ଟ ସହ ର଼୍ୟାଙ୍କିଂର ୩ନଂ ସ୍ଥାନରେ ଥିଲା। ହେଲେ ମ୍ୟାଚ୍‌ରେ ବିଜେତା ହେବା ପରେ ଦଳ ୧୧୪ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ପହଞ୍ଚି ଯାଇଛି। ସେହିଭଳି ଦ୍ୱିତୀୟ ସ୍ଥାନରେ ଇଂଲଣ୍ଡ(୧୧୩ ପଏଣ୍ଟ) ସହ ରହିଥିବା ବେଳେ ଅଷ୍ଟ୍ରେଲିଆ ୩ନଂ(୧୧୨ ପଏଣ୍ଟ) ଏବଂ ନ୍ୟୁଜିଲାଣ୍ଡ ୪ର୍ଥ(୧୧୧ ପଏଣ୍ଟ) ସ୍ଥାନରେ ରହିଛି।

ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରି ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜକୁ ୩-୦ରେ କ୍ଲିନ ସୁଇପ୍‌ କରିଥିଲା। ଫଳରେ ଶୀର୍ଷ ମାନ୍ୟତା ଇଂଲଣ୍ଡ କ୍ରିକେଟ ଟିମ୍‌କୁ ପରାସ୍ତ କରି ଦଳ ଦିନିକିଆ ର଼୍ୟାଙ୍କିଂରେ ଶୀର୍ଷ ସ୍ଥାନ ଅଧିକାର କରିଥିଲା।

ଆଇସିସି ଦିନିକିଆ ର଼୍ୟାଙ୍କିଂର ଶ୍ରେଷ୍ଠ -୧୦ ଦଳ:
୧. ଭାରତ – ୧୧୪ ରେଟିଂ ପଏଣ୍ଟ
୨. ଇଂଲଣ୍ଡ – ୧୧୩ ରେଟିଂ ପଏଣ୍ଟ
୩. ଅଷ୍ଟ୍ରେଲିଆ – ୧୧୨ ରେଟିଂ ପଏଣ୍ଟ
୪. ନ୍ୟୁଜିଲ୍ୟାଣ୍ଡ – ୧୧୧ ରେଟିଂ ପଏଣ୍ଟ
୫. ପାକିସ୍ତାନ – ୧୦୬ ରେଟିଂ ପଏଣ୍ଟ
୬. ଦକ୍ଷିଣ ଆଫ୍ରିକା – ୧୦୦ ରେଟିଂ ପଏଣ୍ଟ
୭. ବାଂଲାଦେଶ – ୯୫ ରେଟିଂ ପଏଣ୍ଟ
୮. ଶ୍ରୀଲଙ୍କା – ୮୮ ରେଟିଂ ପଏଣ୍ଟ
୯. ଆଫଗାନିସ୍ତାନ – ୭୧ ରେଟିଂ ପଏଣ୍ଟ
୧୦. ୱେଷ୍ଟଇଣ୍ଡିଜ – ୭୧ ରେଟିଂ ପଏଣ୍ଟ


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri